Luke 9:23 — Compare Translations

7 translations compared side by side

Odia - 1840
"ଯୀଶୁ ପୁଣି ସମାନଙ୍କେୁ କହିବାକୁ ଲାଗିଲେ, ଯଦି କହେି ମାରେଅନୁସରଣ କରିବାକୁ ଚାହୁଁଥାଏ, ତବେେ ତାହାକୁ ନିଜର ସମସ୍ତ କାମନା ତ୍ଯାଗ କରିବାକୁ ପଡିବ। ପ୍ରତିଦିନ ତାହାକୁ ଦିଆଯାଇଥିବା କୃଶକୁ ଗ୍ରହଣ କରିବାକୁ ହବେ, ଏବଂ ସେ ମାରେ ଅନୁସରଣ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ସେ ସମସ୍ତଙ୍କୁ କହିଲେ, କେହି ଯେବେ ମୋହର ଅନୁଗାମୀ ହେବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ଵୀକାର କରୁ, ପୁଣି ପ୍ରତିଦିନ ଆପଣା କ୍ରୁଶ ଘେନି ମୋହର ଅନୁଗମନ କରୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆଉ ସେ ସମସ୍ତଙ୍କୁ କହିଲେ, “ଯଦି କେହି ମୋର ଅନୁଗାମୀ ହେବାକୁ ଚାହେଁ, ସେ ନିଜକୁ ଭୁଲି ଯାଉ, ପ୍ରତିଦିନ ନିଜର କ୍ରୁଶ ବହନ କରି ମୋହର ଅନୁଗମନ କରୁ,
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ପୁଣି ସେମାନଙ୍କୁ କହିବାକୁ ଲାଗିଲେ, “ଯଦି କେହି ମୋର ଅନୁସରଣ କରିବାକୁ ଗ୍ଭହୁଁଥାଏ, ତେବେ ତାହାକୁ ନିଜର ସମସ୍ତ କାମନା ତ୍ୟାଗ କରିବାକୁ ପଡ଼ିବ। ପ୍ରତିଦିନ ତାହାକୁ ଦିଆଯାଇଥିବା କ୍ରୁଶକୁ ଗ୍ରହଣ କରିବାକୁ ହେବ, ଏବଂ ସେ ମୋର ଅନୁସରଣ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ସେ ସମସ୍ତଙ୍କୁ କହିଲେ, “କେହି ଯେବେ ମୋହର ପଛରେ ଚାଲିବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ପ୍ରତିଦିନ ଆପଣା କ୍ରୁଶ ଘେନି ମୋହର ଅନୁଗମନ କରୁ।
Odia IRV 2017 (ଓଡିଆ ବାଇବେଲ)
ସେତବେଳେ ସେ ସମସ୍ତଙ୍କୁ କହିଲେ, କେହି ଯେବେ ମୋହର ପଛରେ ଚାଲିବାକୁ ଇଚ୍ଛା କରେ, ତେବେ ସେ ଆପଣାକୁ ଅସ୍ୱୀକାର କରୁ, ପୁଣି, ପ୍ରତିଦିନ ଆପଣା କ୍ରୁଶ ଘେନି ମୋହର ଅନୁଗମନ କରୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ಜೆಜುನ್ ಸಗ್ಳ್ಯಾಕ್ನಿ “ಕೊನ್ ತರ್ ಮಾಜ್ಯಾ ವಾಂಗ್ಡಾ ಯೆವ್ಚೆ ಮನುನ್ ಹಾಯ್ ಜಾಲ್ಯಾರ್,ತೆನಿ ಅಪ್ನಾಕುಚ್‍ ಇಸ್ರುಕ್ ಪಾಜೆ. ಸದ್ದಿಚ್ ತೆಚೊ ಕುರಿಸ್ ವಾವುನ್ ಘೆವ್ಕ್ ಪಾಜೆ, ಅನಿ ಮಾಜ್ಯಾ ಫಾಟ್ನಾ ಯೆವ್ಕ್ ಪಾಜೆ.