Luke 9:26 — Compare Translations
7 translations compared side by side
Odia - 1840
"ଯଦି କୌଣସି ଲୋକ ମାେ ପାଇଁ ବା ମାେ ଉପଦେଶ ପାଇଁ ଲଜ୍ଜିତ ହାଇେଥାଏ, ତବେେ ମୁଁ ମଧ୍ଯ ତା ପାଇଁ ଲଜ୍ଜିତ ହବେି। ଯେତବେେଳେ ମନୁଷ୍ଯ ପୁତ୍ର ନିଜ ମହିମା, ପରମପିତାଙ୍କ ମହିମା ଓ ପବିତ୍ର ସ୍ବର୍ଗଦୂତଙ୍କ ମହିମା ସହିତ ଆଗମନ କରିବେ, ସେତବେେଳେ ସେ ତା ପାଇଁ ଲଜ୍ଜିତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଣୁ ଯେକେହି ମୋର ଓ ମୋହର ବାକ୍ୟ ବିଷୟରେ ଲଜ୍ଜା ବୋଧ କରେ, ମନୁଷ୍ୟପୁତ୍ର ଯେତେବେଳେ ଆପଣାର ଓ ପିତାଙ୍କର, ପୁଣି ପବିତ୍ର ଦୂତମାନଙ୍କର ମହିମାରେ ଆଗମନ କରିବେ, ସେତେବେଳେ ସେ ତାହା ବିଷୟରେ ଲଜ୍ଜା ବୋଧ କରିବେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯଦି ଜଣେ ଲୋକ ମୋ’ ବିଷୟରେ ଓ ମୋର ଶିକ୍ଷା ବିଷୟରେ ଲଜ୍ଜିତ ହୁଏ, ତେବେ ମନୁଷ୍ୟପୁତ୍ର ଯେତେବେଳେ ମହିମାନ୍ୱିତ ହୋଇ, ପିତା ଓ ପବିତ୍ର ସ୍ୱର୍ଗଦୂତଗଣଙ୍କ ଗୌରବରେ ଆସିବେ, ସେତେବେଳେ ସେ ମଧ୍ୟ ତା’ ବିଷୟରେ ଲଜ୍ଜିତ ହେବେ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି କୌଣସି ଲୋକ ମୋ’ ପାଇଁ ବା ମୋ’ ଉପଦେଶ ପାଇଁ ଲଜ୍ଜିତ ହୋଇଥାଏ, ତେବେ ମୁଁ ମଧ୍ୟ ତା’ ପାଇଁ ଲଜ୍ଜିତ ହେବି। ଯେତେବେଳେ ମନୁଷ୍ୟପୁତ୍ର ନିଜ ମହିମା, ପରମପିତାଙ୍କ ମହିମା ଓ ପବିତ୍ର ସ୍ୱର୍ଗଦୂତଙ୍କ ମହିମା ସହିତ ଆଗମନ କରିବେ, ସେତେବେଳେ ସେ ତା’ ପାଇଁ ଲଜ୍ଜିତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଣୁ ଯେ କେହି ମୋହର ଓ ମୋହର ବାକ୍ୟ ବିଷୟରେ ଲଜ୍ଜିତ ହୁଏ, ମନୁଷ୍ୟପୁତ୍ର ଯେତେବେଳେ ଆପଣାର ଓ ପିତାଙ୍କର, ପୁଣି, ପବିତ୍ର ଦୂତମାନଙ୍କର ମହିମାରେ ଆସିବେ, ସେତେବେଳେ ସେ ତାହା ବିଷୟରେ ଲଜ୍ଜା ବୋଧ କରିବେ।
Odia IRV 2017 (ଓଡିଆ ବାଇବେଲ)
ଯେଣୁ ଯେ କେହି ମୋହର ଓ ମୋହର ବାକ୍ୟ ବିଷୟରେ ଲଜ୍ଜିତ ହୁଏ, ମନୁଷ୍ୟପୁତ୍ର ଯେତେବେଳେ ଆପଣାର ଓ ପିତାଙ୍କର, ପୁଣି, ପବିତ୍ର ଦୂତମାନଙ୍କର ମହିମାରେ ଆସିବେ, ସେତେବେଳେ ସେ ତାହା ବିଷୟରେ ଲଜ୍ଜା ବୋଧ କରିବେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆ ಕೊನ್ ಮಾಕಾ, ಅನಿ ಮಿಯಾ ಶಿಕ್ವುತಲ್ಯಾಕ್ ಲಜ್ತಾ, ಮಾನ್ಸಾಚೊ ಲೆಕ್ಬಿ ಅಪ್ನಾಚ್ಯಾ ಬಾಬಾಚ್ಯಾ ಮಹಿಮೆನ್ ಭರುನ್ ಸರ್ಗಾಚ್ಯಾ ಪವಿತ್ರ್ ದುತಾಂಚ್ಯಾ ವಾಂಗ್ಡಾ ಯೆತಾನಾ ತೆಚ್ಯಾ ಸಾಟ್ನಿ ಲಜ್ತಾ.