Luke 9:28 — Compare Translations
7 translations compared side by side
Odia - 1840
"ଏକଥା କହିବାର ପ୍ରାୟ ଆଠ ଦିନ ପରେ ସେ ପିତର, ଯୋହନ ଓ ଯାକୁବଙ୍କୁ ସାଙ୍ଗ ରେ ନଇେ ପ୍ରାର୍ଥନା କରିବାକୁ ଗୋଟିଏ ପର୍ବତ ଉପରକୁ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିସମସ୍ତ ଘଟଣାର ପ୍ରାୟ ଆଠ ଦିନ ପରେ ସେ ପିତର, ଯୋହନ ଓ ଯାକୁବଙ୍କୁ ସାଙ୍ଗରେ ଘେନି ପ୍ରାର୍ଥନା କରିବା ନିମନ୍ତେ ପର୍ବତ ଉପରକୁ ଗଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏସବୁ କହିବାର ପ୍ରାୟ ଏକ ସପ୍ତାହ ପରେ ଯୀଶୁ ପିତର, ଯୋହନ ଓ ଯାକୁବଙ୍କୁ ସଙ୍ଗରେ ନେଇ ପ୍ରାର୍ଥନା କରିବାକୁ ଏକ ପାହାଡ଼ ଉପରକୁ ଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ଓ ଏଲିୟଙ୍କ ସହିତ ଯୀଶୁ ଏ କଥା କହିବାର ପ୍ରାୟ ଆଠ ଦିନ ପରେ ସେ ପିତର, ଯୋହନ ଓ ଯାକୁବଙ୍କୁ ସାଙ୍ଗରେ ନେଇ ପ୍ରାର୍ଥନା କରିବାକୁ ଗୋଟିଏ ପର୍ବତ ଉପରକୁ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ସମସ୍ତ ଘଟଣାର ପ୍ରାୟ ଆଠ ଦିନ ପରେ ସେ ପିତର, ଯୋହନ ଓ ଯାକୁବଙ୍କୁ ସାଙ୍ଗରେ ନେଇ ପ୍ରାର୍ଥନା କରିବା ନିମନ୍ତେ ପର୍ବତ ଉପରକୁ ଗଲେ।
Odia IRV 2017 (ଓଡିଆ ବାଇବେଲ)
ଏହି ସମସ୍ତ ଘଟଣାର ପ୍ରାୟ ଆଠ ଦିନ ପରେ ସେ ପିତର, ଯୋହନ ଓ ଯାକୁବଙ୍କୁ ସାଙ୍ଗରେ ନେଇ ପ୍ରାର୍ଥନା କରିବା ନିମନ୍ତେ ପର୍ବତ ଉପରକୁ ଗଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಸಗ್ಳೆ ಸಾಂಗುನ್ ಆಟ್ ದಿಸ್ ಹೊಲ್ಲ್ಯಾ ಮಾನಾ, ಪೆದ್ರುಕ್,ಜುವಾಂವಾಕ್, ಅನಿ ಜಾಕೊಬಾಕ್ ಘೆವ್ನ್ ಜೆಜು ಮಾಗ್ನಿ ಕರುಕ್ ಮನುನ್ ಎಕ್ ಮಡ್ಡಿ ವರ್ತಿ ಗೆಲೊ.