Luke 9:29 — Compare Translations

7 translations compared side by side

Odia - 1840
"ଯୀଶୁ ପ୍ରାର୍ଥନା କରୁଥିବା ସମୟରେ ତାହାଙ୍କ ମୁହଁର ଚେ ହରୋ ବଦଳିଗଲା। ତାହାଙ୍କ ପିନ୍ଧାଲୁଗା ଚକ୍ଚକ୍ ଧଳା ହାଇଗେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ପ୍ରାର୍ଥନା କରୁଥିବା ସମୟରେ ତାହାଙ୍କ ମୁଖର ରୂପ ପରିବର୍ତ୍ତିତ ହେଲା ଏବଂ ତାହାଙ୍କ ବସ୍ତ୍ର ଶୁଭ୍ରବର୍ଣ୍ଣ ଓ ଅତ୍ୟ; ଉଜ୍ଜ୍ଵଳ ହେଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ପ୍ରାର୍ଥନା କରୁଥିବାବେଳେ, ତାଙ୍କ ମୁଖର ରୂପ ପରିବର୍ତ୍ତିତ ହେଲା ଓ ତାଙ୍କର ବସ୍ତ୍ର ଉଜ୍ଜ୍ୱଳ ଓ ଶୁଭ୍ର ହେଲା।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ପ୍ରାର୍ଥନା କରୁଥିବା ସମୟରେ ତାହାଙ୍କ ମୁହଁର ଚେହେରା ବଦଳିଗଲା। ତାହାଙ୍କ ପିନ୍ଧାଲୁଗା ଚ‌କ୍‌ଚକ୍ ଧଳା ହୋଇଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ପ୍ରାର୍ଥନା କରୁଥିବା ସମୟରେ ତାହାଙ୍କ ମୁଖର ରୂପ ପରିବର୍ତ୍ତିତ ହେଲା ଏବଂ ତାହାଙ୍କ ବସ୍ତ୍ର ଧଳା ଓ ଅତ୍ୟନ୍ତ ଆଲୋକମୟ ହେଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ପ୍ରାର୍ଥନା କରୁଥିବା ସମୟରେ ତାହାଙ୍କ ମୁଖର ରୂପ ପରିବର୍ତ୍ତିତ ହେଲା ଏବଂ ତାହାଙ୍କ ବସ୍ତ୍ର ଧଳା ଓ ଅତ୍ୟନ୍ତ ଆଲୋକମୟ ହେଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಮಾಗ್ನಿ ಕರ್‍ತಾನಾ ತೆಚೆ ತೊಂಡ್ ಬದಲ್ಲೆ, ಅನಿ ತೆಚೆ ಕಪ್ಡೆ ಫಾಂಡ್ರೆ ಖಡ್ ಹೊಲೆ.