Luke 9:3 — Compare Translations
7 translations compared side by side
Odia - 1840
"ସେ ସମାନଙ୍କେୁ କହିଲେ, ଯାତ୍ରା ସମୟରେ ସାଙ୍ଗ ରେ କୌଣସି ପଦାର୍ଥ ନବେ ନାହିଁ। ଠେଙ୍ଗା, ଝୁଲା, ଖାଦ୍ୟ, ଟଙ୍କା ପଇସା କିମ୍ବା ଅଧିକ ଲୁଗାପଟା କିଛି ହେଲେ ନବେ ନାହିଁ। କବଳେ ପାନ୍ଧିଥିବା ଲୁଗା ଛଡା ଅନ୍ୟ କିଛି ନବେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବଂ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ଯାତ୍ରା ନିମନ୍ତେ ବାଡ଼ି କି ଝୋଲି କି ରୋଟୀ କି ଟଙ୍କା କିଛି ହିଁ ନିଅ ନାହିଁ, କିମ୍ଵା ଦୁଇଟି ଅଙ୍ଗରଖା ସାଙ୍ଗରେ ରଖ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏବଂ ସେମାନଙ୍କୁ ଏହି କଥା କହିଲେ, “ଯାତ୍ରା ନିମନ୍ତେ ତୁମ ସହିତ କିଛି ନିଅ ନାହିଁ, ବାଡ଼ି, ଝୋଲି, ଖାଦ୍ୟ, ଟଙ୍କା ଏପରିକି ଅଧିକା ଖଣ୍ଡିଏ ଅଙ୍ଗରଖା ମଧ୍ୟ ନିଅ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସେମାନଙ୍କୁ କହିଲେ, “ଯାତ୍ରା ସମୟରେ ସାଙ୍ଗରେ କୌଣସି ପଦାର୍ଥ ନେବ ନାହିଁ। ଠେଙ୍ଗା, ଝୁଲା, ଖାଦ୍ୟ, ଟଙ୍କା ପଇସା କିମ୍ବା ଅଧିକ ଲୁଗାପଟା କିଛି ହେଲେ ନେବ ନାହିଁ। କେବଳ ପାନ୍ଧିଥିବା ଲୁଗା ଛଡ଼ା ଅନ୍ୟ କିଛି ନେବ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏବଂ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ଯାତ୍ରା ନିମନ୍ତେ ବାଡ଼ି କି ଝୋଲି କି ରୁଟି କି ଟଙ୍କା କିଛି ହିଁ ନିଅ ନାହିଁ, କିମ୍ବା ଦୁଇଟି ଅଙ୍ଗରଖା ସାଙ୍ଗରେ ରଖ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏବଂ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ଯାତ୍ରା ନିମନ୍ତେ ବାଡ଼ି କି ଝୋଲି କି ରୁଟି କି ଟଙ୍କା କିଛି ହିଁ ନିଅ ନାହିଁ, କିମ୍ବା ଦୁଇଟି ଅଙ୍ଗରଖା (ବସ୍ତ୍ର) ସାଙ୍ଗରେ ରଖ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ತೆಂಕಾ ಅಶೆ ಸಾಂಗ್ಲ್ಯಾನ್ “ತುಮಿ ಜಾತಾನಾ ವಾಟೆಕ್ ಮನುನ್ ಕಾಯ್ಬಿ ಘೆವ್ಕಾಶಿ: ದಾಂಡೊ ಹೊಂವ್ದಿ; ಪಿಸ್ವಿ ಹೊಂವ್ದಿ, ಜೆವಾನ್ ಹೊಂವ್ದಿ,ಪೈಸೆ ಹೊಂವ್ದಿ, ಎಕ್ ಜಾಸ್ತಿಚಿ ಅಂಗಿ ಸೈತ್ ಘೆವ್ನಕಾಶಿ.