Luke 9:32 — Compare Translations

7 translations compared side by side

Odia - 1840
"ସେତବେେଳେ ପିତର ଓ ଅନ୍ୟମାନେ ଶାଇେ ପଡିଥିଲେ। କିନ୍ତୁ ସମାନେେ ଉଠି ପଡିଲେ ଓ ଯୀଶୁଙ୍କ ମହିମା ଦେଖିଲେ। ଯୀଶୁଙ୍କ ସହିତ ଠିଆ ହାଇେଥିବା ଅନ୍ୟ ଦୁଇଜଣଙ୍କୁ ମଧ୍ଯ ସମାନେେ ଦେଖିଲେ:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ପିତର ଓ ତାଙ୍କ ସଙ୍ଗୀମାନେ ନିଦ୍ରାରେ ଭାରାକ୍ରା; ଥିଲେ; କିନ୍ତୁ ସେମାନେ ସମ୍ପୂର୍ଣ୍ଣ ରୂପେ ଜାଗ୍ରତ ହୁଅନ୍ତେ ତାହାଙ୍କ ଗୌରବ ଓ ତାହାଙ୍କ ସହିତ ଠିଆ ହୋଇଥିବା ସେହି ଦୁଇ ବ୍ୟକ୍ତିଙ୍କି ଦେଖିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେତେବେଳେ ପିତର ଓ ତାଙ୍କ ସଙ୍ଗୀମାନେ ଗାଢ଼ ନିଦ୍ରା ଯାଇଥିଲେ; କିନ୍ତୁ ସେମାନେ ଚେଇଁ ଉଠି ଯୀଶୁଙ୍କର ଗୌରବୋଜ୍ଜ୍ୱଳ ରୂପାନ୍ତର ଓ ତାଙ୍କ ସହିତ ଠିଆ ହୋଇଥିବା ଦୁଇ ବ୍ୟକ୍ତିଙ୍କୁ ଦେଖିଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ପିତର ଓ ଅନ୍ୟମାନେ ଶୋଇ ପଡ଼ିଥିଲେ। କିନ୍ତୁ ସେମାନେ ଉଠି ପଡ଼ିଲେ ଓ ଯୀଶୁଙ୍କ ମହିମା ଦେଖିଲେ। ଯୀଶୁଙ୍କ ସହିତ ଠିଆ ହୋଇଥିବା ଅନ୍ୟ ଦୁଇଜଣଙ୍କୁ ମଧ୍ୟ ସେମାନେ ଦେଖିଲେ:
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ପିତର ଓ ତାହାଙ୍କ ସଙ୍ଗୀମାନେ ନିଦ୍ରାରେ ଭାରାକ୍ରାନ୍ତ ଥିଲେ; କିନ୍ତୁ ସେମାନେ ନିଦ୍ରାରୁ ଉଠନ୍ତେ ତାହାଙ୍କ ଗୌରବ ଓ ତାହାଙ୍କ ସହିତ ଠିଆ ହୋଇଥିବା ସେହି ଦୁଇ ଜଣ ବ୍ୟକ୍ତିଙ୍କୁ ଦେଖିଲେ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ପିତର ଓ ତାହାଙ୍କ ସଙ୍ଗୀମାନେ ନିଦ୍ରାରେ ଭାରାକ୍ରାନ୍ତ ଥିଲେ; କିନ୍ତୁ ସେମାନେ ନିଦ୍ରାରୁ ଉଠନ୍ତେ ତାହାଙ୍କ ଗୌରବ ଓ ତାହାଙ୍କ ସହିତ ଠିଆ ହୋଇଥିବା ସେହି ଦୁଇ ଜଣ ବ୍ୟକ୍ତିଙ୍କୁ ଦେଖିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪೆದ್ರುಕ್ ಅನಿ ತೆಚ್ಯಾ ವಾಂಗ್ಡಿಯಾಕ್ನಿ ನಿಜ್‍ ಲಾಗಲ್ಲಿ, ಖರೆ ತೆನಿ ಉಟಲ್ಲ್ಯಾ ತನ್ನಾ “ಜೆಜುಚಿ ಮಹಿಮಾ ಅನಿ ತೆಚ್ಯಾ ವಾಂಗ್ಡಾ ಹೊತ್ತ್ಯಾ ದೊಗೆ ಜಾನಾಕ್ನಿ ಬಗಟ್ಲ್ಯಾನಿ”.