Luke 9:33 — Compare Translations
7 translations compared side by side
Odia - 1840
"ମାଶାେ ଓ ଏଲିୟ ୟିବାକୁ ବାହାରିବା ସମୟରେ ପିତର ଯୀଶୁଙ୍କୁ କହିଲେ, ଗୁରୁ, ଭଲ ହେଲା ଯେ ଆମ୍ଭମାନେେ ଏଠା ରେ ଅଛୁ। ଆମ୍ଭମାନେେ ଏଠା ରେ ତିନୋଟି ତମ୍ବୁ ଟାଣି ଦବେୁ। ଗୋଟିଏ ତୁମ୍ଭ ପାଇଁ ଆଉ ଗୋଟିଏ ମାଶାଙ୍କେ ପାଇଁ ଓ ଅନ୍ୟଟି ଏଲିୟଙ୍କ ପାଇଁ। ପିତର ଜାଣି ପାରୁ ନଥିଲେ ଯେ, ସେ କ'ଣ କହୁଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ତାହାଙ୍କଠାରୁ ପ୍ରସ୍ଥାନ କରିବା ସମୟରେ ପିତର ଯୀଶୁଙ୍କୁ କହିବାକୁ ଲାଗିଲେ, ହେ ଗୁରୁ, ଆମ୍ଭେମାନେ ଯେ ଏ ସ୍ଥାନରେ ଅଛୁ, ଏହା ଉତ୍ତମ; ଆମ୍ଭେମାନେ ତିନୋଟି କୁଟୀର ନିର୍ମାଣ କରୁ, ଆପଣଙ୍କ ପାଇଁ ଗୋଟିଏ, ମୋଶାଙ୍କ ପାଇଁ ଗୋଟିଏ ଓ ଏଲୀୟଙ୍କ ପାଇଁ ଗୋଟିଏ । କିନ୍ତୁ ସେ କଅଣ କହୁଅଛନ୍ତି, ତାହା ଜାଣିଲେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ବ୍ୟକ୍ତିମାନେ ଯୀଶୁଙ୍କଠାରୁ ବିଦାୟ ନେବା ସମୟରେ ପିତର ଯୀଶୁଙ୍କୁ କହିଲେ, “ଗୁରୁ, ଆମେ ଯେ ଏଠାରେ ଅଛୁ, ଏହା କେଡ଼େ ସୌଭାଗ୍ୟର କଥା! ଆମେ ଏଠାରେ ତିନୋଟି ତମ୍ବୁ ପକାଇବା, ଗୋଟିଏ ଆପଣଙ୍କ ପାଇଁ, ଗୋଟିଏ ମୋଶାଙ୍କ ପାଇଁ ଆଉ ଗୋଟିଏ ଏଲିୟଙ୍କ ପାଇଁ।” (ସେ କ’ଣ କହୁଥିଲେ, ତାହା ସେ ପ୍ରକୃତରେ ଜାଣି ନ ଥିଲେ।)
Odia Bible ERV 2004 (ପବିତ୍ର ବାଇବଲ)
ମୋଶା ଓ ଏଲିୟ ଯିବାକୁ ବାହାରିବା ସମୟରେ ପିତର ଯୀଶୁଙ୍କୁ କହିଲେ, “ଗୁରୁ, ଭଲ ହେଲା ଯେ ଆମ୍ଭେମାନେ ଏଠାରେ ଅଛୁ। ଆମ୍ଭେମାନେ ଏଠାରେ ତିନୋଟି ତମ୍ବୁ ଟାଣି ଦେବୁ। ଗୋଟିଏ ତୁମ୍ଭ ପାଇଁ ଆଉ ଗୋଟିଏ ମୋଶାଙ୍କ ପାଇଁ ଓ ଅନ୍ୟଟି ଏଲିୟଙ୍କ ପାଇଁ।” ପିତର ଜାଣି ପାରୁ ନ ଥିଲେ ଯେ, ସେ କ’ଣ କହୁଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ତାହାଙ୍କଠାରୁ ବାହାରିବା ସମୟରେ ପିତର ଯୀଶୁଙ୍କୁ କହିବାକୁ ଲାଗିଲେ, ହେ ଗୁରୁ, ଆମ୍ଭେମାନେ ଯେ ଏ ସ୍ଥାନରେ ଅଛୁ, ଏହା ଉତ୍ତମ; ଆମ୍ଭେମାନେ ତିନୋଟି କୁଟୀର ନିର୍ମାଣ କରୁ, ଆପଣଙ୍କ ପାଇଁ ଗୋଟିଏ, ମୋଶାଙ୍କ ପାଇଁ ଗୋଟିଏ ଓ ଏଲୀୟଙ୍କ ପାଇଁ ଗୋଟିଏ। କିନ୍ତୁ ସେ କଅଣ କହୁଅଛନ୍ତି, ତାହା ଜାଣିଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ତାହାଙ୍କଠାରୁ ବାହାରିବା ସମୟରେ ପିତର ଯୀଶୁଙ୍କୁ କହିବାକୁ ଲାଗିଲେ, ହେ ଗୁରୁ, ଆମ୍ଭେମାନେ ଯେ ଏ ସ୍ଥାନରେ ଅଛୁ, ଏହା ଉତ୍ତମ; ଆମ୍ଭେମାନେ ତିନୋଟି କୁଟୀର ନିର୍ମାଣ କରୁ, ଆପଣଙ୍କ ପାଇଁ ଗୋଟିଏ, ମୋଶାଙ୍କ ପାଇଁ ଗୋଟିଏ ଓ ଏଲିୟଙ୍କ ପାଇଁ ଗୋଟିଏ । କିନ୍ତୁ ସେ କ'ଣ କହୁଅଛନ୍ତି, ତାହା ଜାଣିଲେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿ ಮಾನ್ಸಾ ಜೆಜುಕ್ ಸೊಡುನ್ ಜಾತಾ-ಜಾತಾನಾಚ್ ಪೆದ್ರುನ್ ಗುರುಜಿ, ಹಿತ್ತೆ ಅಮಿ ಹೊತ್ತೆ ಕವ್ಡೆ ಬರೆ ಹಾಯ್ ನ್ಹಯ್? ಅಮಿ ತಿನ್ ಝೊಪ್ಡಿ ಘಾಲ್ತಾಂವ್, ಎಕ್ ತುಕಾ, ಎಕ್ ಮೊಯ್ಜೆಕ್,ಅನಿ ಅನಿ ಎಕ್ ಎಲಿಯಾಕ್. ಮಟ್ಲ್ಯಾನ್ ತೊ ಕಾಯ್ ಬೊಲಿ ಮನುನ್ ತೆಕಾಚ್ ಗೊತ್ತ್ ನತ್ತೆ.