Luke 9:34 — Compare Translations
7 translations compared side by side
Odia - 1840
"ପିତର ଏହି ସବୁ କଥା କହିବା ସମୟରେ ଖଣ୍ଡେ ମେଘ ଉଠି ଆସିଲା ସମସ୍ତଙ୍କୁ ଘୋଡାଇ ପକଇେଲା। ମେଘ ସମାନଙ୍କେୁ ଘୋଡାଇ ପକାଇବାରୁ ପିତର, ଯାକୁବ ଓ ଯୋହନ ଡରିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଏହା କହୁ କହୁ ଖଣ୍ତେ ମେଘ ଆସି ସେମାନଙ୍କୁ ଆଚ୍ଛାଦନ କଲା, ଆଉ ସେମାନେ ମେଘରେ ପ୍ରବେଶ କରିବା ସମୟରେ ଭୀତ ହେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଏହିପରି କହୁଥିବା ସମୟରେ, ଖଣ୍ଡିଏ ମେଘ ଭାସି ଆସି ତା’ର ଛାୟାରେ ସେମାନଙ୍କୁ ଆଚ୍ଛାଦନ କଲା। ଶିଷ୍ୟମାନେ ଭୟଭୀତ ହେଲେ
Odia Bible ERV 2004 (ପବିତ୍ର ବାଇବଲ)
ପିତର ଏହିସବୁ କଥା କହିବା ସମୟରେ ଖଣ୍ଡେ ମେଘ ଉଠି ଆସିଲା ସମସ୍ତଙ୍କୁ ଘୋଡ଼ାଇ ପକେଇଲା। ମେଘ ସେମାନଙ୍କୁ ଘୋଡ଼ାଇ ପକାଇବାରୁ ପିତର, ଯାକୁବ ଓ ଯୋହନ ଡରିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଏହା କହୁ କହୁ ଖଣ୍ଡେ ମେଘ ଆସି ସେମାନଙ୍କୁ ଆଚ୍ଛାଦନ କଲା, ଆଉ ସେମାନେ ମେଘରେ ପ୍ରବେଶ କରିବା ସମୟରେ ଭୟ କଲେ।
Odia IRV 2017 (ଓଡିଆ ବାଇବେଲ)
ସେ ଏହା କହୁ କହୁ ଖଣ୍ଡେ ମେଘ ଆସି ସେମାନଙ୍କୁ ଆଚ୍ଛାଦନ କଲା, ଆଉ ସେମାନେ ମେଘରେ ପ୍ରବେଶ କରିବା ସମୟରେ ଭୟ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ಬೊಲ್ತಾ-ಬೊಲ್ತಾನಾಚ್ ಎಕ್ ಮೊಡ್ ಯೆಲೆ, ಅನಿ ತೆಚ್ಯಾ ಸಾವ್ಳಿನ್ ತೆಂಕಾ ಧಾಪ್ಲಿನ್.ಮೊಡಾಚ್ಯಾ ಸಾವ್ಳಿ ಬಗುನ್ ಶಿಸಾ ಭಿಂಯಾಲಿ.