Luke 9:35 — Compare Translations

7 translations compared side by side

Odia - 1840
"ସେତବେେଳେ ମେଘ ଭିତରୁ ଆକାଶବାଣୀ ହେଲା, ଏ ମାରେ ପୁତ୍ର। ଏହାଙ୍କୁ ମୁଁ ବାଛିଅଛି। ତାହାଙ୍କ କଥାର ବାଧ୍ଯ ହୁଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେହି ମେଘରୁ ଏହି ବାଣୀ ହେଲା, ଏ ଆମ୍ଭର ପୁତ୍ର, ଆମ୍ଭର ମନୋନୀତ, ଏହାଙ୍କ ବାକ୍ୟ ଶ୍ରବଣ କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ଓ ମେଘ ମଧ୍ୟରୁ ଗୋଟିଏ ବାଣୀ ଶୁଣିଲେ, “ଏ ମୋର ମନୋନୀତ ପୁତ୍ର - ତାହାଙ୍କ କଥା ଶୁଣ।”
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ମେଘ ଭିତରୁ ଆକାଶବାଣୀ ହେଲା, “ଏ ମୋର ପୁତ୍ର। ଏହାଙ୍କୁ ମୁଁ ବାଛିଅଛି। ତାହାଙ୍କ କଥାର ବାଧ୍ୟ ହୁଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେହି ମେଘରୁ ଏହି ବାଣୀ ହେଲା, ଏ ଆମ୍ଭର ପୁତ୍ର, ଆମ୍ଭର ମନୋନୀତ, ଏହାଙ୍କ ବାକ୍ୟ ଶୁଣ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେହି ମେଘରୁ ଏହି ବାଣୀ ହେଲା, ଏ ଆମ୍ଭର ପୁତ୍ର, ଆମ୍ଭର ମନୋନୀତ, ଏହାଙ୍କ ବାକ୍ୟ ଶୁଣ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾಚ್ ಮೊಡಾತ್ನಾ “ಹ್ಯೊ ಮಾಜೊ ಲೆಕ್, ಮಿಯಾ ಎಚುನ್ ಕಾಡಲ್ಲೊ, ತೆಕಾ ಆಯ್ಕಾ!” ಮನ್ತಲೊ ಧನ್ ಆಯ್ಕೊ ಯೆಲೊ.