Luke 9:36 — Compare Translations
7 translations compared side by side
Odia - 1840
"ଆକାଶବାଣୀ ହାଇେ ସାରିବା ପରେ ସଠାେରେ କବଳେ ଯୀଶୁ ଥିଲେ। ପିତର, ଯାକୁବ ଓ ଯୋହନ ଏ ବିଷୟ ରେ ନୀରବ ରହିଲେ। ସମାନେେ ଯାହା କିଛି ଦେଖିଥିଲେ, ସେ ବିଷୟ ରେ ସେ ସମୟରେ କାହାରିକୁ କିଛି କହିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେହି ବାଣୀ ହେଲା ଉତ୍ତାରେ ଯୀଶୁ ଏକାକୀ ଦେଖାଗଲେ । ପୁଣି, ସେମାନେ ନୀରବ ରହିଲେ, ଆଉ ଯାହା ଯାହା ଦେଖିଥିଲେ, ସେଥିର କୌଣସି କଥା ସେସମୟରେ କାହାକୁ କହିଲେ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ବାଣୀ ଉଚ୍ଚାରିତ ହେବା ପରେ ଯୀଶୁ ସେଠାରେ ଏକାକୀ ଥିବାର ଦେଖାଗଲା। ଶିଷ୍ୟମାନେ ଏସବୁ ବିଷୟରେ ନୀରବ ରହିଲେ। ସେମାନେ ଦେଖିଥିବା ବିଷୟ କାହାକୁ କହିଲେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଆକାଶବାଣୀ ହୋଇ ସାରିବା ପରେ ସେଠାରେ କେବଳ ଯୀଶୁ ଥିଲେ। ପିତର, ଯାକୁବ ଓ ଯୋହନ ଏ ବିଷୟରେ ନୀରବ ରହିଲେ। ସେମାନେ ଯାହାକିଛି ଦେଖିଥିଲେ, ସେ ବିଷୟରେ ସେ ସମୟରେ କାହାରିକୁ କିଛି କହିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେହି ବାଣୀ ହେଲା ଉତ୍ତାରେ ଯୀଶୁ ଏକାକୀ ଦେଖାଗଲେ। ପୁଣି, ସେମାନେ ନୀରବ ରହିଲେ, ଆଉ ଯାହା ଯାହା ଦେଖିଥିଲେ, ସେଥିର କୌଣସି କଥା ସେ ସମୟରେ କାହାକୁ କହିଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେହି ବାଣୀ ହେଲା ଉତ୍ତାରେ ଯୀଶୁ ଏକାକୀ ଦେଖାଗଲେ । ପୁଣି, ସେମାନେ ନୀରବ ରହିଲେ, ଆଉ ଯାହା ଯାହା ଦେଖିଥିଲେ, ସେଥିର କୌଣସି କଥା ସେ ସମୟରେ କାହାକୁ କହିଲେ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ಧನ್ ಆಯ್ಕುನ್ ಸರಿ ಪತರ್ ಮಟ್ಲ್ಯಾರ್, ಜೆಜು ಎಕ್ಲೊಚ್ ಹೊತ್ತೊ. ಹೆಚ್ಯಾ ವಿಶಯಾತ್ ಶಿಸಾ ಗಪ್-ಚಿಪ್ ರ್ಹಾಲಿ, ಅನಿ ಹಿತ್ತೆ ಬಗಟಲ್ಲ್ಯಾ ವಿಶಯಾತ್ ಕೊನಾಕ್ಡೆಬಿ ಬೊಲುಕ್ನ್ಯಾತ್.