Luke 9:41 — Compare Translations
7 translations compared side by side
Odia - 1840
"ତା'ପରେ ଯୀଶୁ କହିଲେ, ତୁମ୍ଭମାନେେ ବିଶ୍ବାସ ବିହିନ ଜୀବନ ଯାପନ କରୁଛ ଓ କୁପଥଗାମୀ ହେଉଛ। ଆଉ କେତେ ଦିନ ପର୍ୟ୍ଯନ୍ତ ମୁଁ ତୁମ୍ଭମାନଙ୍କ ସହିତ ରହିଥିବି? ତା'ପରେ ଯୀଶୁ ଲୋକଟିକୁ କହିଲେ, ତୁମ୍ଭ ପୁଅକୁ ଏଠାକୁ ଆଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ଉତ୍ତର ଦେଲେ, ଆରେ ଅବିଶ୍ଵାସୀ ଓ ବିପଥଗାମୀ ବଂଶ, କେତେକାଳ ମୁଁ ତୁମ୍ଭମାନଙ୍କ ସଙ୍ଗରେ ରହି ତୁମ୍ଭମାନଙ୍କ ବ୍ୟବହାର ସହିବି? ତୁମ୍ଭର ପୁଅକୁ ଏଠିକି ଘେନିଆସ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଉତ୍ତର ଦେଲେ, “ତୁମ୍ଭେମାନେ କେଡ଼େ ଅବିଶ୍ୱାସୀ ଓ ଭ୍ରାନ୍ତ! ଆଉ କେତେ ଦିନ ମୁଁ ତୁମ ସହିତ ରହିବି? ଆଉ କେତେ କାଳ ମୁଁ ତୁମ ବ୍ୟବହାର ସହିବି?” ତା’ପରେ ସେ ସେହି ଲୋକଟିକୁ କହିଲେ, “ତୁମ ପୁଅକୁ ଏଠାକୁ ଆଣ।”
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯୀଶୁ କହିଲେ, “ତୁମ୍ଭେମାନେ ବିଶ୍ୱାସ ବିହିନ ଜୀବନଯାପନ କରୁଛ ଓ କୁପଥଗାମୀ ହେଉଛ। ଆଉ କେତେ ଦିନ ପର୍ଯ୍ୟନ୍ତ ମୁଁ ତୁମ୍ଭମାନଙ୍କ ସହିତ ରହିଥିବି?” ତା’ପରେ ଯୀଶୁ ଲୋକଟିକୁ କହିଲେ, “ତୁମ୍ଭ ପୁଅକୁ ଏଠାକୁ ଆଣ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ଉତ୍ତର ଦେଲେ, “ଆରେ ଅବିଶ୍ୱାସୀ ଓ ବିପଥଗାମୀ ବଂଶ, କେତେ କାଳ ମୁଁ ତୁମ୍ଭମାନଙ୍କ ସଙ୍ଗରେ ରହି ତୁମ୍ଭମାନଙ୍କ ବ୍ୟବହାର ସହିବି? ତୁମ୍ଭର ପୁଅକୁ ଏଠିକି ନେଇଆସ।”
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ଉତ୍ତର ଦେଲେ, ଆରେ ଅବିଶ୍ୱାସୀ ଓ ବିପଥଗାମୀ ବଂଶ, କେତେ କାଳ ମୁଁ ତୁମ୍ଭମାନଙ୍କ ସଙ୍ଗରେ ରହି ତୁମ୍ଭମାନଙ୍କ ବ୍ୟବହାର ସହିବି? ତୁମ୍ଭର ପୁଅକୁ ଏଠିକି ନେଇଆସ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ “ಕವ್ಡೆ ಕಮಿ ವಿಶ್ವಾಸಾಚಿ ಲೊಕಾ ತುಮಿ? ಅನಿ ಕೌಡೆಪತರ್ ಮಿಯಾ ತುಮ್ಚ್ಯಾ ವಾಂಗ್ಡಾ ರಾವ್ಚೆ? ಅನಿ ಕವ್ಡೊ ಎಳ್ ಮಿಯಾ ತುಮ್ಕಾ ಸೊಸುನ್ ಘೆವ್ನ್ ಜಾವ್ಚೆ?” ಮಟ್ಲ್ಯಾನ್. ಮಾನಾ ತ್ಯಾ ಮಾನ್ಸಾಕ್ “ತುಜ್ಯಾ ಲೆಕಾಕ್ ಹಿಕ್ಡಿ ಘೆವ್ನ್ ಯೆ”, ಮಟ್ಲ್ಯಾನ್.