Luke 9:42 — Compare Translations
7 translations compared side by side
Odia - 1840
"ପିଲାଟି ଆସୁଥିବା ବେଳେ ଭୂତ ତାକୁ ଭୂମି ଉପରକୁ କଚାଡି ଦଲୋ। ପିଲାଟି ନିୟନ୍ତ୍ରଣ ହରାଇ ବସିଲା। କିନ୍ତୁ ଯୀଶୁ ଭୂତକୁ ଗୋଟିଏ କଠାେର ଧମକ ଦେଲେ। ଏହାପରେ ପିଲାଟି ସୁସ୍ଥ ହାଇଗେଲା। ଯୀଶୁ ତାହାକୁ ତା' ବାପା ପାଖ ରେ ସମର୍ପି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆସୁ ଆସୁ ଭୂତ ତାହାକୁ ତଳେ ପକାଇଦେଇ ଭୟଙ୍କର ଭାବରେ ମୋଡ଼ିପକାଇଲା, କିନ୍ତୁ ଯୀଶୁ ଅଶୁଚି ଆତ୍ମାକୁ ଧମକ ଦେଲେ ଓ ବାଳକକୁ ସୁସ୍ଥ କରି ତାହାକୁ ତାହାର ପିତାର ହସ୍ତରେ ସମର୍ପଣ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ବାଳକଟି ଆସୁଥିବା ସମୟରେ ଭୂତ ତାକୁ ଭୂଇଁରେ କଚାଡ଼ି ଦେଲା ଓ ସେ ମୂର୍ଚ୍ଛା ହୋଇଗଲା। ଯୀଶୁ ଭୂତକୁ ଦୃଢ଼ ଧମକ ଦେଇ ପିଲାଟିକୁ ସୁସ୍ଥ କଲେ ଓ ତାକୁ ତା’ ବାପାକୁ ଦେଲେ।
Odia Bible ERV 2004 (ପବିତ୍ର ବାଇବଲ)
ପିଲାଟି ଆସୁଥିବା ବେଳେ ଭୂତ ତାକୁ ଭୂମି ଉପରକୁ କଗ୍ଭଡ଼ି ଦେଲା। ପିଲାଟି ନିୟନ୍ତ୍ରଣ ହରାଇ ବସିଲା। କିନ୍ତୁ ଯୀଶୁ ଭୂତକୁ ଗୋଟିଏ କଠୋର ଧମକ ଦେଲେ। ଏହା ପରେ ପିଲାଟି ସୁସ୍ଥ ହୋଇଗଲା। ଯୀଶୁ ତାହାକୁ ତା’ ବାପା ପାଖରେ ସମର୍ପି ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆସୁ ଆସୁ ଭୂତ ତାହାକୁ ତଳେ ପକାଇଦେଇ ଭୟଙ୍କର ଭାବରେ ମୋଡ଼ିପକାଇଲା, କିନ୍ତୁ ଯୀଶୁ ଅଶୁଚି ଆତ୍ମାକୁ ଧମକ ଦେଲେ ଓ ବାଳକକୁ ସୁସ୍ଥ କରି ତାହାକୁ ତାହାର ପିତାଙ୍କ ହସ୍ତରେ ସମର୍ପଣ କଲେ।
Odia IRV 2017 (ଓଡିଆ ବାଇବେଲ)
ସେ ଆସୁ ଆସୁ ଭୂତ ତାହାକୁ ତଳେ ପକାଇଦେଇ ଭୟଙ୍କର ଭାବରେ ମୋଡ଼ିପକାଇଲା, କିନ୍ତୁ ଯୀଶୁ ଅଶୁଚି ଆତ୍ମାକୁ ଧମକ ଦେଲେ ଓ ବାଳକକୁ ସୁସ୍ଥ କରି ତାହାକୁ ତାହାର ପିତାଙ୍କ ହସ୍ତରେ ସମର୍ପଣ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ಝಿಲ್ಗೊ ಜೆಜುಚ್ಯಾ ಜಗ್ಗೊಳ್ ಯೆವ್ಲಾಗಲ್ಲೊ. ತನ್ನಾ ಗಿರ್ಯಾನ್ ತೆಕಾ ಜಿಮ್ನಿಕ್ ಪಾಡ್ವುಲ್ಯಾನ್, ಅನಿ ತೆಕಾ ಲೊಳಿ ಸಾರ್ಕೆ ಕರ್ಲ್ಯಾನ್ ಜೆಜುನ್ ತ್ಯಾ ಗಿರ್ಯಾಕ್ “ಭಾಯ್ರ್ ಜಾ” ಮನುನ್ ತಾಕಿತ್ ದಿಲ್ಯಾನ್. ತನ್ನಾ ತೊ ಗಿರೊ ಗೆಲೊ, ಅನಿ ತೊ ಝಿಲ್ಗೊ ಬರೊ ಹೊಲೊ, ಅನಿ ತೆನಿ ತೆಚ್ಯಾ ಲೆಕಾಕ್ ತ್ಯಾ ಮಾನ್ಸಾಕ್ಡೆ ದಿಲ್ಯಾನ್.