Luke 9:44 — Compare Translations
7 translations compared side by side
Odia - 1840
"ଯୀଶୁ ତାହାଙ୍କ ଶିଷ୍ଯମାନଙ୍କୁ କହିଲେ, ବର୍ତ୍ତମାନ ମୁଁ ତୁମ୍ଭମାନଙ୍କୁ ଯାହା କହିବି, ତାହା ଭୁଲିବ ନାହିଁ। ମନୁଷ୍ଯପୁତ୍ରଙ୍କୁ କେତଜେଣ ମନୁଷ୍ଯମାନଙ୍କ ହାତ ରେ ଧ ରଇେ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିସମସ୍ତ କଥା ତୁମ୍ଭମାନଙ୍କ କର୍ଣ୍ଣରେ ପ୍ରବେଶ କରାଅ; କାରଣ ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେବାକୁ ଯାଉଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
“ମୁଁ ତୁମ୍ଭମାନଙ୍କୁ ଯାହା କହୁବାକୁ ଯାଉଛି, ତାହା ଭୁଲିଯାଅ ନାହିଁ। ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେବାକୁ ଯାଉଛନ୍ତି।”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ତାହାଙ୍କ ଶିଷ୍ୟମାନଙ୍କୁ କହିଲେ, “ବର୍ତ୍ତମାନ ମୁଁ ତୁମ୍ଭମାନଙ୍କୁ ଯାହା କହିବି, ତାହା ଭୁଲିବ ନାହିଁ। ମନୁଷ୍ୟପୁତ୍ରଙ୍କୁ କେତେଜଣ ମନୁଷ୍ୟମାନଙ୍କ ହାତରେ ଧରେଇ ଦେବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଏହି ସମସ୍ତ କଥା ତୁମ୍ଭମାନଙ୍କ କାନରେ ପ୍ରବେଶ କରାଅ; କାରଣ ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେବାକୁ ଯାଉଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ଏହି ସମସ୍ତ କଥା ତୁମ୍ଭମାନଙ୍କ କାନରେ ପ୍ରବେଶ କରାଅ; କାରଣ ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କ ହସ୍ତରେ ସମର୍ପିତ ହେବାକୁ ଯାଉଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಮಿಯಾ ತುಮ್ಕಾ ಸಾಂಗ್ತಲೆ ಯಾದ್ ಥವ್ನ್ ಘೆವಾ, ಮಾನ್ಸಾಚ್ಯಾ ಲೆಕಾಕ್ ಮಾನ್ಸಾಂಚ್ಯಾ ಅದಿಕಾರಾತ್ ದಿವ್ನ್ ಹೊತಾ.