Luke 9:46 — Compare Translations
7 translations compared side by side
Odia - 1840
"ଥରେ ଯୀଶୁଙ୍କ ଶିଷ୍ଯମାନଙ୍କ ମଧିଅରେ ୟୁକ୍ତିତର୍କ ହେଲା ଯେ, ସମାନଙ୍କେ ଭିତ ରେ ସବୁଠାରୁ ଶ୍ ରେଷ୍ଠ କିଏ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କ ମଧ୍ୟରେ କିଏ ଶ୍ରେଷ୍ଠ, ସେ ବିଷୟରେ ସେମାନଙ୍କ ମଧ୍ୟରେ ତର୍କବିତର୍କ ହେଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନଙ୍କ ମଧ୍ୟରେ କିଏ ଶ୍ରେଷ୍ଠ, ଏ ବିଷୟରେ ଥରେ ଶିଷ୍ୟମାନଙ୍କ ମଧ୍ୟରେ ବିତର୍କ ହେଲା।
Odia Bible ERV 2004 (ପବିତ୍ର ବାଇବଲ)
ସବୁଠାରୁ ମହତ୍ତ୍ୱପୂର୍ଣ୍ଣ ବ୍ୟକ୍ତି ଥରେ ଯୀଶୁଙ୍କ ଶିଷ୍ୟମାନଙ୍କ ମଧ୍ୟରେ ଯୁକ୍ତିତର୍କ ହେଲା ଯେ, ସେମାନଙ୍କ ଭିତରେ ସବୁଠାରୁ ଶ୍ରେଷ୍ଠ କିଏ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କ ମଧ୍ୟରେ କିଏ ଶ୍ରେଷ୍ଠ ସେ ବିଷୟରେ ସେମାନଙ୍କ ମଧ୍ୟରେ ତର୍କବିତର୍କ ହେଲା।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କ ମଧ୍ୟରେ କିଏ ଶ୍ରେଷ୍ଠ ସେ ବିଷୟରେ ସେମାନଙ୍କ ମଧ୍ୟରେ ତର୍କବିତର୍କ ହେଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಂಚ್ಯಾ ಮದ್ದಿ ಕೊನ್ ಮೊಟೊ ಮನುನ್ ಶಿಸಾ ಅಪ್ನಾಚ್ಯಾ ಮದ್ದಿ ಬೊಲುಲಾಗಲ್ಲಿ.