Luke 9:48 — Compare Translations
7 translations compared side by side
Odia - 1840
"ସେ ଶିଷ୍ଯମାନଙ୍କୁ କହିଲେ, ଯଦି କୌଣସି ଲୋକ ଏହିଭଳି େଛାଟ ପିଲାକୁ ମାେ ନାମ ରେ ଗ୍ରହଣ କରେ, ତାହାହେଲେ ସେ ମାେତେ ଗ୍ରହଣ କରେ। ଆଉ ଯେଉଁ ଲୋକ ମାେତେ ଗ୍ରହଣ କରେ, ସେ ମାେତେ ପଠାଇଥିବା ପରମେଶ୍ବରଙ୍କୁ ଗ୍ରହଣ କରେ। ଏଣୁ ତୁମ୍ଭମାନଙ୍କ ମଧିଅରେ ଯେଉଁଲୋକ ସବୁଠାରୁ ନମ୍ର, ସେ ହେଉଛି ସବୁଠାରୁ ଶ୍ ରେଷ୍ଠ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେକେହି ମୋʼ ନାମରେ ଏହି ସାନ ପିଲାକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ, ଆଉ ଯେକେହି ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ; କାରଣ ତୁମ୍ଭ ସମସ୍ତଙ୍କ ମଧ୍ୟରେ ଯେ କ୍ଷୁଦ୍ର, ସେ ଶ୍ରେଷ୍ଠ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଓ ସେମାନଙ୍କୁ କହିଲେ, “ଯେ କେହି ମୋ’ ନାମରେ ଏହି ଶିଶୁକୁ ସ୍ୱାଗତ କରେ, ସେ ମୋତେ ସ୍ୱାଗତ କରେ ଓ ଯେ ମୋତେ ପ୍ରେରଣ କରିଛନ୍ତି, ତାଙ୍କୁ ମଧ୍ୟ ସେ ସ୍ୱାଗତ କରେ। କାରଣ ଯେ ତୁମ ସମସ୍ତଙ୍କଠାରୁ ନିଜକୁ ନ୍ୟୂନ କରେ, ସେ ହିଁ ଶ୍ରେଷ୍ଠ।”
Odia Bible ERV 2004 (ପବିତ୍ର ବାଇବଲ)
ସେ ଶିଷ୍ୟମାନଙ୍କୁ କହିଲେ, “ଯଦି କୌଣସି ଲୋକ ଏହିଭଳି ଛୋଟ ପିଲାକୁ ମୋ’ ନାମରେ ଗ୍ରହଣ କରେ, ତାହାହେଲେ ସେ ମୋତେ ଗ୍ରହଣ କରେ। ଆଉ ଯେଉଁ ଲୋକ ମୋତେ ଗ୍ରହଣ କରେ, ସେ ମୋତେ ପଠାଇଥିବା ପରମେଶ୍ୱରଙ୍କୁ ଗ୍ରହଣ କରେ। ଏଣୁ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଲୋକ ସବୁଠାରୁ ନମ୍ର, ସେ ହେଉଛି ସବୁଠାରୁ ଶ୍ରେଷ୍ଠ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଯେ କେହି ମୋ ନାମରେ ଏହି ସାନ ପିଲାକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ, ଆଉ ଯେ କେହି ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ; କାରଣ ତୁମ୍ଭ ସମସ୍ତଙ୍କ ମଧ୍ୟରେ ଯେ କ୍ଷୁଦ୍ର, ସେ ଶ୍ରେଷ୍ଠ।”
Odia IRV 2017 (ଓଡିଆ ବାଇବେଲ)
ଯେ କେହି ମୋ ନାମରେ ଏହି ସାନ ପିଲାକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ, ଆଉ ଯେ କେହି ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ; କାରଣ ତୁମ୍ଭ ସମସ୍ତଙ୍କ ମଧ୍ୟରେ ଯେ କ୍ଷୁଦ୍ର, ସେ ଶ୍ରେଷ୍ଠ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ತೆಂಕಾ “ಹ್ಯಾ ಪೊರಾಕ್ ಜೆ ಕೊನ್ ಮಾಜ್ಯಾ ನಾವಾನ್ ಸ್ವಿಕಾರ್ ಕರ್ತಾ, ತೊ ಮಾಕಾಚ್ ಸ್ವಿಕಾರ್ ಕರ್ತಾ, ಅನಿ ಜೆ ಕೊನ್ ಮಾಕಾ ಸ್ವಿಕಾರ್ ಕರ್ತಾ, ತೊ ಮಾಕಾ ಧಾಡಲ್ಲ್ಯಾಕ್ ಸ್ವಿಕಾರ್ ಕರ್ತಾ. ಕಶ್ಯಾಕ್ ಮಟ್ಲ್ಯಾರ್, ತುಮ್ಚ್ಯಾ ಮದ್ದಿ ಕೊನ್ ಖಾಲ್ತಿ ಹೊತಾ, ತೊ ಸಗ್ಳ್ಯಾಂಚ್ಯಾನ್ಕಿ ಮೊಟೊ” ಮನುನ್ ಸಾಂಗ್ಲ್ಯಾನ್.