Luke 9:49 — Compare Translations
7 translations compared side by side
Odia - 1840
"ଯୋହନ କହିଲେ, ଗୁରୁ, ଆମ୍ଭମାନେେ ଜଣେ ଲୋକକୁ ଆପଣଙ୍କ ନାମ ନଇେ ଭୂତମାନଙ୍କୁ ଲୋକଙ୍କ ଦହରେୁ ତଡି ଦେଉଥିବାର ଦେଖିଲୁ। ଆମ୍ଭମାନେେ ତାହାକୁ ଏସବୁ ବନ୍ଦ କରିବାକୁ କହିଲୁ। କାରଣ ସେ ଆମ୍ଭ ଶିଷ୍ଯମାନଙ୍କ ଗୋଷ୍ଠୀର ଲୋକ ନୁହେଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଯୋହନ ଉତ୍ତର ଦେଲେ, ହେ ଗୁରୁ, ଆମ୍ଭେମାନେ ଜଣକୁ ଆପଣଙ୍କ ନାମରେ ଭୂତ ଛଡ଼ାଇବାର ଦେଖିଲୁ, ଆଉ ସେ ଆମ୍ଭମାନଙ୍କ ସାଙ୍ଗରେ ଆପଣଙ୍କ ଅନୁଗାମୀ ନ ହେବାରୁ ତାହାକୁ ମନା କଲୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୋହନ କହିଲେ, “ଗୁରୁ, ଆମେ ଜଣେ ଲୋକକୁ ଆପଣଙ୍କ ନାମରେ ଭୂତ ଛଡ଼ାଇବା ଦେଖିଲୁ, କିନ୍ତୁ ସେ ଆମ ଦଳର ହୋଇ ନ ଥିବାରୁ ଆମେ ତାକୁ ବାରଣ କଲୁ।”
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକ ତୁମ୍ଭର ବିପକ୍ଷ ନୁହେଁ ସେ ତୁମ୍ଭର ସପକ୍ଷ ଯୋହନ କହିଲେ, “ଗୁରୁ, ଆମ୍ଭେମାନେ ଜଣେ ଲୋକକୁ ଆପଣଙ୍କ ନାମ ନେଇ ଭୂତମାନଙ୍କୁ ଲୋକଙ୍କ ଦେହରୁ ତଡ଼ି ଦେଉଥିବାର ଦେଖିଲୁ। ଆମ୍ଭେମାନେ ତାହାକୁ ଏସବୁ ବନ୍ଦ କରିବାକୁ କହିଲୁ। କାରଣ ସେ ଆମ୍ଭ ଶିଷ୍ୟମାନଙ୍କ ଗୋଷ୍ଠୀର ଲୋକ ନୁହେଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଯୋହନ ଉତ୍ତର ଦେଲେ, ହେ ଗୁରୁ, ଆମ୍ଭେମାନେ ଜଣକୁ ଆପଣଙ୍କ ନାମରେ ଭୂତ ଛଡ଼ାଇବାର ଦେଖିଲୁ, ଆଉ ସେ ଆମ୍ଭମାନଙ୍କ ସାଙ୍ଗରେ ଆପଣଙ୍କ ଅନୁଗାମୀ ନ ହେବାରୁ ତାହାକୁ ମନା କଲୁ।
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଯୋହନ ଉତ୍ତର ଦେଲେ, ହେ ଗୁରୁ, ଆମ୍ଭେମାନେ ଜଣକୁ ଆପଣଙ୍କ ନାମରେ ଭୂତ ଛଡ଼ାଇବାର ଦେଖିଲୁ, ଆଉ ସେ ଆମ୍ଭମାନଙ୍କ ସାଙ୍ଗରେ ଆପଣଙ୍କ ଅନୁଗାମୀ ନ ହେବାରୁ ତାହାକୁ ମନା କଲୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜುವಾಂವಾಕ್ ಜೆಜುಕ್, “ಗುರುಜಿ, ತುಜ್ಯಾ ನಾವಾನ್ ಎಕ್ ಮಾನುಸ್ ಗಿರೆ ಕಾಡ್ತಲೆ ಅಮಿ ಬಗಟ್ಲ್ಯಾವ್,ಅನಿ ಅಮಿ ತೆಕಾ ತಿಯಾ ಅಶೆ ಕರ್ತಲೆ ಸೊಡ್ ಮನುನ್ ಸಾಂಗ್ಲಾಂವ್” “ಕಶ್ಯಾಕ್ ಮಟ್ಲ್ಯಾರ್ ತೊ ಅಮ್ಚೊ ನ್ಹಯ್” ಮಟ್ಲ್ಯಾನ್.