Luke 9:5 — Compare Translations
7 translations compared side by side
Odia - 1840
"ଯଦି ନଗରର ଲୋକେ ତୁମ୍ଭମାନଙ୍କୁ ସ୍ବାଗତ ନକରନ୍ତି, ତବେେ ନଗର ଛାଡି ବାହାରକୁ ଚାଲିୟିବ ଓ ତୁମ୍ଭମାନଙ୍କ ପାଦର ଧୂଳିତକ ମଧ୍ଯ ସଠାେରେ ଝାଡିଦବେ। ତବେେ ଏହା ସମାନଙ୍କେ ପାଇଁ ଚତାବେନୀ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେତେ ଲୋକ ତୁମ୍ଭମାନଙ୍କୁ ଗ୍ରହଣ ନ କରନ୍ତି, ସେହି ନଗରରୁ ପ୍ରସ୍ଥାନ କରିବା ସମୟରେ ସେମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ପାଦରୁ ଧୂଳି ଝାଡ଼ିପକାଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁଠାରେ ଲୋକମାନେ ତୁମକୁ ସ୍ୱାଗତ ନ ଜଣାନ୍ତି, ସେହି ସହର ପରିତ୍ୟାଗ କର ଓ ସେମାନଙ୍କ ପ୍ରତି ଚେତାବଦୀ ସ୍ୱରୂପେ ତୁମ ପାଦର ଧୂଳି ଝାଡ଼ିଦିଅ।”
Odia Bible ERV 2004 (ପବିତ୍ର ବାଇବଲ)
ଯଦି ନଗରର ଲୋକେ ତୁମ୍ଭମାନଙ୍କୁ ସ୍ୱାଗତ ନ କରନ୍ତି, ତେବେ ନଗର ଛାଡ଼ି ବାହାରକୁ ଗ୍ଭଲିଯିବ ଓ ତୁମ୍ଭମାନଙ୍କ ପାଦର ଧୂଳିତକ ମଧ୍ୟ ସେଠାରେ ଝାଡ଼ିଦେବ। ତେବେ ଏହା ସେମାନଙ୍କ ପାଇଁ ଚେତାବନୀ ହେବ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯେତେ ଲୋକ ତୁମ୍ଭମାନଙ୍କୁ ଗ୍ରହଣ କରନ୍ତି ନାହିଁ, ସେହି ନଗରରୁ ବାହାରିବା ସମୟରେ ସେମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ପାଦରୁ ଧୂଳି ଝାଡ଼ିପକାଅ।”
Odia IRV 2017 (ଓଡିଆ ବାଇବେଲ)
ଆଉ ଯେତେ ଲୋକ ତୁମ୍ଭମାନଙ୍କୁ ଗ୍ରହଣ କରନ୍ତି ନାହିଁ, ସେହି ନଗରରୁ ବାହାରିବା ସମୟରେ ସେମାନଙ୍କ ବିରୁଦ୍ଧରେ ସାକ୍ଷ୍ୟ ଦେବା ନିମନ୍ତେ ତୁମ୍ଭମାନଙ୍କ ପାଦରୁ ଧୂଳି ଝାଡ଼ିପକାଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖೈ ತರ್ ತುಮ್ಕಾ ಸ್ವಾಗತ್ ಕರಿನಸ್ಲ್ಯಾರ್, ತೆ ಶಾರ್ ಸೊಡುನ್ ಚಲಾ. ಜಾತಾನಾ ತುಮ್ಚ್ಯಾ ತಳ್ಪಾಯಾಚಿ ಮಾಟಿ ಫಾಪ್ಡಾ, ಹೆ ತೆಂಕಾ ಎಕ್ ಸಾಕ್ಷಿ ಹೊಂವ್ದಿ”, ಮಟ್ಲ್ಯಾನ್.