Luke 9:51 — Compare Translations
7 translations compared side by side
Odia - 1840
"ଯୀଶୁ ଜଗତ ଛାଡି ସ୍ବର୍ଗକୁ ଫରେିୟିବାର ସମୟ ପାଖଇେ ଆସୁଥିଲା। ଯୀଶୁ ୟିରୂଶାଲମ ୟିବାକୁ ସ୍ଥିର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ଯେତେବେଳେ ତାହାଙ୍କର ଊର୍ଦ୍ଧ୍ଵରେ ଗୃହୀତ ହେବା ସମୟ ସମ୍ପୂର୍ଣ୍ଣ ହୋଇଆସୁଥିଲା, ସେତେବେଳେ ସେ ଯିରୂଶାଲମକୁ ଯିବା ନିମନ୍ତେ ଏକା; ଭାବରେ ମନକୁ ଦୃଢ଼ କରି,
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁଙ୍କ ସ୍ୱର୍ଗାରୋହଣ ସମୟ ନିକଟବର୍ତ୍ତୀ ହେବାରୁ ସେ ଯିରୂଶାଲମ ଅଭିମୁଖେ ଯାତ୍ରା କରିବା ପାଇଁ ମନସ୍ଥ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ଗୋଟିଏ ଶମିରୋଣୀୟ ନଗର ଯୀଶୁ ଜଗତ ଛାଡ଼ି ସ୍ୱର୍ଗକୁ ଫେରିଯିବାର ସମୟ ପାଖେଇ ଆସୁଥିଲା। ଯୀଶୁ ଯିରୁଶାଲମ ଯିବାକୁ ସ୍ଥିର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ଯେତେବେଳେ ଯୀଶୁଙ୍କର ସ୍ୱର୍ଗକୁ ଯିବାର ସମୟ ସମ୍ପୂର୍ଣ୍ଣ ହୋଇଆସୁଥିଲା, ସେତେବେଳେ ସେ ଯିରୂଶାଲମ ସହରକୁ ଯିବା ନିମନ୍ତେ ମନକୁ ଦୃଢ଼ କରି,
Odia IRV 2017 (ଓଡିଆ ବାଇବେଲ)
ପରେ ଯେତେବେଳେ ଯୀଶୁଙ୍କର ସ୍ୱର୍ଗକୁ ଯିବାର ସମୟ ସମ୍ପୂର୍ଣ୍ଣ ହୋଇଆସୁଥିଲା, ସେତେବେଳେ ସେ ଯିରୂଶାଲମକୁ ଯିବା ନିମନ୍ତେ ମନକୁ ଦୃଢ଼ କରି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುಕ್ ಸರ್ಗಾಕ್ ಘೆವ್ನ್ ಜಾತಲೊ ಎಳ್ ಜಗ್ಗೊಳ್-ಯೆವ್ನ್ಗೆತ್ ಹೊತ್ತೊ, ಜೆಜುನ್ ಅಪ್ನಾಚೆ ಮನ್ ಘಟ್ ಕರುನ್ ಘೆಟ್ಲ್ಯಾನ್, ಅನಿ ತೊ ಅಪ್ಲಿ ವಾಟ್ ಧರುನ್ ಜೆರುಜಲೆಮಾಕ್ ಜಾವ್ಲಾಗಲ್ಲೊ.