Luke 9:52 — Compare Translations
7 translations compared side by side
Odia - 1840
"ସେ ତାହାଙ୍କ ଆଗରୁ କେତକେ ଲୋକଙ୍କୁ ପଠାଇଲେ। ସମାନେେ ୟିଶୁଙ୍କ ପାଇଁ ସବୁକିଛି ପ୍ରସ୍ତୁତ କରିବା ପାଇଁ ଶମିରୋଣର ଏକ ନଗର ରେ ପହନ୍ଚିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆପଣା ଆଗେ ଦୂତମାନଙ୍କୁ ପଠାଇଲେ । ସେମାନେ ଯାଇ ତାହାଙ୍କ ନିମନ୍ତେ ଆୟୋଜନ କରିବାକୁ ଶମିରୋଣୀୟମାନଙ୍କର ଗୋଟିଏ ଗ୍ରାମରେ ପ୍ରବେଶ କଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
ଯିବା ପୂର୍ବରୁ ସେ କେତେଜଣ ଶିଷ୍ୟଙ୍କୁ ତାଙ୍କ ପାଇଁ ସବୁ ପ୍ରସ୍ତୁତ କରିବା ନିମନ୍ତେ ଶମିରୋଣର ଗୋଟିଏ ଗ୍ରାମକୁ ପଠାଇଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେ ତାହାଙ୍କ ଆଗରୁ କେତେକ ଲୋକଙ୍କୁ ପଠାଇଲେ। ସେମାନେ ଯୀଶୁଙ୍କ ପାଇଁ ସବୁକିଛି ପ୍ରସ୍ତୁତ କରିବା ପାଇଁ ଶମିରୋଣର ଏକ ନଗରରେ ପହଞ୍ଚିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନିଜ ଆଗେ ଦୂତମାନଙ୍କୁ ପଠାଇଲେ, ସେମାନେ ଯାଇ ତାହାଙ୍କ ନିମନ୍ତେ ଆୟୋଜନ କରିବାକୁ ଶମିରୋଣୀୟମାନଙ୍କର ଗୋଟିଏ ଗ୍ରାମରେ ପ୍ରବେଶ କଲେ;
Odia IRV 2017 (ଓଡିଆ ବାଇବେଲ)
ନିଜ ଆଗେ ଦୂତମାନଙ୍କୁ ପଠାଇଲେ, ସେମାନେ ଯାଇ ତାହାଙ୍କ ନିମନ୍ତେ ଆୟୋଜନ କରିବାକୁ ଶମିରୋଣୀୟମାନଙ୍କର ଗୋଟିଏ ଗ୍ରାମରେ ପ୍ରବେଶ କଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಅಪ್ನಾಚ್ಯಾ ಖಬರ್ ಸಾಂಗ್ತಲ್ಯಾಕ್ನಿ ಫಿಡೆ ಧಾಡುನ್ ದಿಲ್ಯಾನ್,ತೆಚೆಸಾಟ್ನಿ ಸಗ್ಳೆ ತಯಾರ್ ಕರುನ್ ಥವ್ಕ್ ಮನುನ್ ತೆನಿ ಸಮಾರಿಯಾಚ್ಯಾ ಎಕ್ ಗಾಂವಾಕ್ ಗೆಲ್ಲೆ.