Luke 9:54 — Compare Translations
7 translations compared side by side
Odia - 1840
"ଯୀଶୁଙ୍କ ଶିଷ୍ଯ ଯାକୁବ ଓ ଯୋହନ ଏହା ଦେଖିଲେ। ସମାନେେ କହିଲେ, ପ୍ରଭୁ ସ୍ବର୍ଗରୁ ଅଗ୍ନି ବର୍ଷା କରି ସମାନଙ୍କେୁ ଧ୍ବଂସ କରିଦବୋପାଇଁ ଆମ୍ଭେ ଆଦେଶ ଦବେୁ ବୋଲି କ'ଣ ଆପଣ ଚାହୁଁଛନ୍ତି?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହା ଦେଖି ଯାକୁବ ଓ ଯୋହନ, ଏହି ଦୁଇ ଶିଷ୍ୟ କହିଲେ, ପ୍ରଭୋ, [ଏଲୀୟ ମଧ୍ୟ ଯେପରି କରିଥିଲେ, ସେହିପରିଁ ଆକାଶରୁ ଅଗ୍ନି ପଡ଼ି ସେମାନଙ୍କୁ ବିନାଶ କରୁ, ଏହା ଆମ୍ଭେମାନେ କହିବୁ ବୋଲି କଅଣ ଆପଣଙ୍କର ଇଚ୍ଛା?
Odia BSI (ପବିତ୍ର ବାଇବଲ (CL) NT (BSI))
ଏହା ଦେଖି ଯାକୁବ ଓ ଯୋହନ ଏହି ଦୁଇ ଶିଷ୍ୟ କହିଲେ - “ପ୍ରଭୁ, ଏମାନଙ୍କୁ ଧ୍ୱଂସ କରିବା ପାଇଁ ଆକାଶରୁ ଅଗ୍ନି ବୃଷ୍ଟି କରାଇବା - ଏହା ଆପଣ ଚାହାନ୍ତି କି?”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କ ଶିଷ୍ୟ ଯାକୁବ ଓ ଯୋହନ ଏହା ଦେଖିଲେ। ସେମାନେ କହିଲେ, “ପ୍ରଭୁ ସ୍ୱର୍ଗରୁ ଅଗ୍ନି ବର୍ଷା କରି ସେମାନଙ୍କୁ ଧ୍ୱଂସ କରିଦେବା ପାଇଁ ଆମ୍ଭେ ଆଦେଶ ଦେବୁ ବୋଲି କ’ଣ ଆପଣ ଗ୍ଭହୁଁଛନ୍ତି?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହା ଦେଖି ଯାକୁବ ଓ ଯୋହନ, ଏହି ଦୁଇ ଶିଷ୍ୟ କହିଲେ, ପ୍ରଭୁ, [ଏଲୀୟ ମଧ୍ୟ ଯେପରି କରିଥିଲେ, ସେହିପରି] ଆକାଶରୁ ଅଗ୍ନି ପଡ଼ି ସେମାନଙ୍କୁ ବିନାଶ କରୁ, ଏହା ଆମ୍ଭେମାନେ କହିବୁ ବୋଲି କଅଣ ଆପଣଙ୍କର ଇଚ୍ଛା?
Odia IRV 2017 (ଓଡିଆ ବାଇବେଲ)
ଏହା ଦେଖି ଯାକୁବ ଓ ଯୋହନ, ଏହି ଦୁଇ ଶିଷ୍ୟ କହିଲେ, ପ୍ରଭୁ, [ଏଲିୟ ମଧ୍ୟ ଯେପରି କରିଥିଲେ, ସେହିପରି] ଆକାଶରୁ ଅଗ୍ନି ପଡ଼ି ସେମାନଙ୍କୁ ବିନାଶ କରୁ, ଏହା ଆମ୍ଭେମାନେ କହିବୁ ବୋଲି କ'ଣ ଆପଣଙ୍କର ଇଚ୍ଛା?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜಾಕೊಬ್ ಅನಿ ಜುವಾಂವ್ ಹೆ ಬಗುನ್ “ಧನಿಯಾ, ಸರ್ಗಾ ವೈನಾ ಆಗ್ ಯೆವ್ನ್ ಹ್ಯಾ ಲೊಕಾಕ್ನಿ ಭಾಜುನ್ ಟಾಕುಂದಿ ಮನುನ್ ಮಾಗುವಾ ಕಾಯ್?” ಮಟ್ಲ್ಯಾನಿ.