Luke 9:59 — Compare Translations

7 translations compared side by side

Odia - 1840
"ତା'ପରେ ଯୀଶୁ ଆଉ ଜଣକୁ କହିଲେ, ମାରେ ଅନୁସରଣ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ଆଉ ଜଣଙ୍କୁ କହିଲେ, ମୋହର ଅନୁଗମନ କର । କିନ୍ତୁ ସେ କହିଲେ, ପ୍ରଥମେ ଯାଇ ମୋହର ପିତାଙ୍କୁ ସମାଧି ଦେବା ନିମନ୍ତେ ମୋତେ ଅନୁମତି ଦିଅନ୍ତୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଆଉ ଜଣେ ଲୋକକୁ କହିଲେ, “ମୋର ଅନୁଗମନ କର।” କିନ୍ତୁ ସେ ଲୋକଟି କହିଲା, “ଗୁରୁ! ମୋର ପିତାଙ୍କ ମୃତ୍ୟୁ ପର୍ଯ୍ୟନ୍ତ ଅପେକ୍ଷା କରି ତାଙ୍କୁ କବର ଦେବା ଯାଏ ମୋତେ ସମୟ ଦିଅନ୍ତୁ।”
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ଯୀଶୁ ଆଉ ଜଣକୁ କହିଲେ, “ମୋର ଅନୁସରଣ କର।” କିନ୍ତୁ ସେହି ଲୋକଟି କହିଲା, “ପ୍ରଭୁ, ମୋତେ ପ୍ରଥମେ ଯାଇ ମୋ’ ବାପାଙ୍କୁ କବର ଦେବାକୁ ଅନୁମତି ଦିଅନ୍ତୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଆଉ ଜଣକୁ କହିଲେ, “ମୋହର ଅନୁଗମନ କର।” କିନ୍ତୁ ସେ କହିଲେ, ପ୍ରଭୁ, ପ୍ରଥମେ ଯାଇ ମୋହର ପିତାଙ୍କ ମୃତ୍ୟୁ ପର୍ଯ୍ୟନ୍ତ ଅପେକ୍ଷା କରିବା ପାଇଁ ଏବଂ ତାହାଙ୍କୁ ସମାଧି ଦେବା ପର୍ଯ୍ୟନ୍ତ ରହିବା ପାଇଁ ମୋତେ ଅନୁମତି ଦିଅନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଆଉ ଜଣକୁ କହିଲେ, ମୋହର ଅନୁସରଣ କର । କିନ୍ତୁ ସେ କହିଲେ, ପ୍ରଥମେ ଯାଇ ମୋହର ପିତାଙ୍କୁ ସମାଧି ଦେବା ନିମନ୍ତେ ମୋତେ ଅନୁମତି ଦିଅନ୍ତୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಅನಿಎಕ್ ಮಾನ್ಸಾಕ್ ಜೆಜುನ್ “ತಿಯಾ ಮಾಜ್ಯಾ ಫಾಟ್ನಾ ಯೆ!” ಮಟ್ಲ್ಯಾನ್. ಖರೆ ತೆನಿ “ಗುರುಜಿ, ಅದ್ದಿ ಮಿಯಾ ಜಾವ್ನ್ ಮಾಜ್ಯಾ ಬಾಬಾಕ್ ಮಾಟಿ ದಿವ್ನ್ ಯೆತಾ” ಮಟ್ಲ್ಯಾನ್.