Luke 9:60 — Compare Translations

7 translations compared side by side

Odia - 1840
"କିନ୍ତୁ ଯୀଶୁ ତାହାକୁ କହିଲେ, ମୃତ ଲୋକଙ୍କୁ ମୃତ ଲୋକମାନେ କବର ଦବେେ। କିନ୍ତୁ ତୁମ୍ଭେ ଯାଇ ପରମେଶ୍ବରଙ୍କ ରାଜ୍ଯ ବିଷୟ ରେ ପ୍ରଚାର କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସେ ତାହାଙ୍କୁ କହିଲେ, ମୃତମାନଙ୍କୁ ଆପଣା ଆପଣା ମୃତ ଲୋକଙ୍କୁ ସମାଧି ଦେବା ପାଇଁ ଛାଡ଼ିଦିଅ, କିନ୍ତୁ ତୁମ୍ଭେ ଯାଇ ଈଶ୍ଵରଙ୍କ ରାଜ୍ୟ ପ୍ରଚାର କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଉତ୍ତର ଦେଲେ, “ମୃତମାନେ ମୃତମାନଙ୍କୁ କବର ଦିଅନ୍ତୁ। ତୁମେ ଯାଅ ଓ ଈଶ୍ୱରଙ୍କ ରାଜ୍ୟର ବାର୍ତ୍ତା ଘୋଷଣା କର।”
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯୀଶୁ ତାହାକୁ କହିଲେ, “ମୃତ ଲୋକଙ୍କୁ ମୃତ ଲୋକମାନେ କବର ଦେବେ। କିନ୍ତୁ ତୁମ୍ଭେ ଯାଇ ପରମେଶ୍ୱରଙ୍କ ରାଜ୍ୟ ବିଷୟରେ ପ୍ରଗ୍ଭର କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସେ ତାହାଙ୍କୁ କହିଲେ, “ମୃତମାନଙ୍କୁ ଆପଣା ଆପଣା ମୃତ ଲୋକଙ୍କୁ ସମାଧି ଦେବା ପାଇଁ ଛାଡ଼ିଦିଅ, କିନ୍ତୁ ତୁମ୍ଭେ ଯାଇ ଈଶ୍ବରଙ୍କ ରାଜ୍ୟ ପ୍ରଚାର କର।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସେ ତାହାଙ୍କୁ କହିଲେ, ମୃତମାନଙ୍କୁ ଆପଣା ଆପଣା ମୃତ ଲୋକଙ୍କୁ ସମାଧି ଦେବା ପାଇଁ ଛାଡ଼ିଦିଅ, କିନ୍ତୁ ତୁମ୍ଭେ ଯାଇ ଈଶ୍ୱରଙ୍କ ରାଜ୍ୟ ପ୍ରଚାର କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ ತೆಕಾ “ಮರಲ್ಲೆಚ್ ಮರಲ್ಲ್ಯಾಕ್ನಿ ಮಾಟಿ ದಿಂವ್ದಿತ್. ತಿಯಾ ಜಾ ಅನಿ ದೆವಾಚ್ಯಾ ರಾಜಾಚ್ಯಾ ವಿಶಯಾತ್ ಲೊಕಾಕ್ನಿ ಸಾಂಗ್” ಮಟ್ಲ್ಯಾನ್.