Luke 9:7 — Compare Translations
7 translations compared side by side
Odia - 1840
"ଇତି ମଧିଅରେ ସାମନ୍ତ ରାଜା ହରେୋଦ ଏହି ଘଟଣାଗୁଡିକ ବିଷୟ ରେ ଶୁଣି ଗଭୀର ଚିନ୍ତା ରେ ପଡିଗଲେ। କାରଣ କେତକେ ଲୋକ କହୁଥିଲେ, ବାପ୍ତିଜକ ଯୋହନ ପୁଣି ମୃତ୍ଯୁରୁ ବଞ୍ଚି ଉଠିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଇତିମଧ୍ୟରେ ସାମ; ରାଜା ହେରୋଦ ଏହିସମସ୍ତ ଘଟଣା ବିଷୟ ଶୁଣି ହତବୁଦ୍ଧି ହେଲେ, କାରଣ ଯୋହନ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି ବୋଲି କେହି କେହି କହୁଥିଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
ଗାଲିଲୀର ଶାସନକର୍ତ୍ତା ହେରୋଦ ଏ ସମସ୍ତ ଘଟଣା ଶୁଣି ଅତ୍ୟନ୍ତ ବିଚଳିତ ହେଲେ, କାରଣ ଦୀକ୍ଷାଦାତା ଯୋହନ ପୁଣି ଜୀବନ ପାଇଛନ୍ତି ବୋଲି କେତେକ କହୁଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କ ବିଷୟରେ ହେରୋଦଙ୍କ ଭ୍ରମ ଇତି ମଧ୍ୟରେ ସାମନ୍ତ ରାଜା ହେରୋଦ ଏହି ଘଟଣାଗୁଡ଼ିକ ବିଷୟରେ ଶୁଣି ଗଭୀର ଚିନ୍ତାରେ ପଡ଼ିଗଲେ। କାରଣ କେତେକ ଲୋକ କହୁଥିଲେ, “ବାପ୍ତିଜକ ଯୋହନ ପୁଣି ମୃତ୍ୟୁରୁ ବଞ୍ଚି ଉଠିଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଇତିମଧ୍ୟରେ ସାମନ୍ତରାଜା ହେରୋଦ ଏହି ସମସ୍ତ ଘଟଣା ବିଷୟ ଶୁଣି ଅବାକ୍ ହୋଇଗଲେ, କାରଣ ଯୋହନ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି ବୋଲି କେହି କେହି କହୁଥିଲେ;
Odia IRV 2017 (ଓଡିଆ ବାଇବେଲ)
ଇତିମଧ୍ୟରେ ସାମନ୍ତରାଜା ହେରୋଦ ଏହି ସମସ୍ତ ଘଟଣା ବିଷୟ ଶୁଣି ଅବାକ୍ ହୋଇଗଲେ, କାରଣ ଯୋହନ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି ବୋଲି କେହି କେହି କହୁଥିଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಜು-ಬಾಜುನ್ ಹೊತಲ್ಯಾ ಕಾಮಾಂಚ್ಯಾ ವಿಶಯಾತ್ ಆಯ್ಕುನ್, ಗಾಲಿಲಿಯಾಚೊ ಅದಿಕಾರಿ ಹೆರೊದ್ ಲೈ ಗೊಂದಳ್ಳೊ, ಕಶ್ಯಾಕ್ ಮಟ್ಲ್ಯಾರ್, ಉಲ್ಲಿ ಲೊಕಾ ಜುವಾಂವ್ ಬಾವ್ತಿಸ್ ಝಿತ್ತೊ ಹೊವ್ನ್ ಉಟುನ್ ಯೆಲಾ ಮನುಲಾಗಲ್ಲಿ.