Luke 9:8 — Compare Translations

7 translations compared side by side

Odia - 1840
"ଆଉ କେତକେ କହୁଥିଲେ, ଏଲିୟ ଆମ୍ଭ ପାଖ ରେ ପ୍ରକଟିତ ହାଇେଛନ୍ତି। ଅନ୍ୟମାନେ ମଧ୍ଯ କହୁଥିଲେ, ଆଗ କାଳର କୌଣସି ଭବିଷ୍ଯଦ୍ବକ୍ତା ଜୀବନ ରେ ଉଠିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, କେହି କେହି ଏଲୀୟ ଦର୍ଶନ ଦେଇଅଛନ୍ତି ଏବଂ ଅନ୍ୟମାନେ ପୁରାକାଳର ଭାବବାଦୀମାନଙ୍କ ମଧ୍ୟରୁ ଜଣେ ପୁନରୁତ୍ଥିତ ହୋଇଅଛନ୍ତି ବୋଲି କହୁଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଅନ୍ୟମାନେ ଏଲିୟ ଆବିର୍ଭୂତ ହୋଇଛନ୍ତି ବୋଲି ଏବଂ ଆହୁରି କେତେକ ପୁରାକାଳର ଭାବବାଦୀମାନଙ୍କ ମଧ୍ୟରୁ ଜଣେ ପୁନର୍ଜୀବିତ ହୋଇଛନ୍ତି ବୋଲି କହୁଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ କେତେକ କହୁଥିଲେ, “ଏଲିୟ ଆମ୍ଭ ପାଖରେ ପ୍ରକଟିତ ହୋଇଛନ୍ତି।” ଅନ୍ୟମାନେ ମଧ୍ୟ କହୁଥିଲେ, “ଆଗ କାଳର କୌଣସି ଭବିଷ୍ୟ‌ଦ୍‌ବକ୍ତା ଜୀବନରେ ଉଠିଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, କେହି କେହି ଏଲୀୟ ଦେଖା ଦେଇଅଛନ୍ତି ବୋଲି ଏବଂ ଅନ୍ୟମାନେ ପୁରାକାଳର ଭାବବାଦୀମାନଙ୍କ ମଧ୍ୟରୁ ଜଣେ ପୁନର୍ବାର ଉଠିଅଛନ୍ତି ବୋଲି କହୁଥିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, କେହି କେହି ଏଲିୟ ଦେଖା ଦେଇଅଛନ୍ତି ବୋଲି ଏବଂ ଅନ୍ୟମାନେ ପୁରାକାଳର ଭାବବାଦୀମାନଙ୍କ ମଧ୍ୟରୁ ଜଣେ ପୁନର୍ବାର ଉଠିଅଛନ୍ତି ବୋଲି କହୁଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ಉಲ್ಲೆ ಜಾನಾ ಎಲಿಯಾ ಪ್ರವಾದಿ ಮನಿತ್, ಅನಿ ಉಲ್ಲೆಜಾನ್, ಅದ್ಲ್ಯಾ ಪ್ರವಾದ್ಯಾನಿತ್ಲೊ ಎಕ್ಲೊ ಝಿತ್ತೊ ಹೊವ್ನ್ ಯೆಲಾ ಮನುಲಾಗಲ್ಲೆ.