Malachi 1:11 — Compare Translations
5 translations compared side by side
Odia - 1840
"ସମସ୍ତ ଦେଶର ଲୋକମାନେ ଆପଣା ନାମର ମହତ୍ତ୍ବ ଗାନ କରୁଛନ୍ତି। ଲୋକମାନେ ସମସ୍ତ ସ୍ଥାନ ରେ ପବିତ୍ର ନବୈେଦ୍ଯ ଓ ଧୂପ ଉତ୍ସର୍ଗ କରୁଛନ୍ତି, କାରଣ ଆମ୍ଭର ନାମ ସମଗ୍ର ଦେଶ ରେ ମହାନ୍ ଅଟେ। ସର୍ବଶକ୍ତିମାନ ସଦାପ୍ରଭୁ ଏସବୁ କହିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସୂର୍ଯ୍ୟର ଉଦୟ ସ୍ଥାନଠାରୁ ତହିଁର ଅସ୍ତ ଗମନ ସ୍ଥାନ ପର୍ଯ୍ୟନ୍ତ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ ଅଟେ ଓ ପ୍ରତ୍ୟେକ ସ୍ଥାନରେ ଆମ୍ଭ ନାମର ଉଦ୍ଦେଶ୍ୟରେ ଧୂପ ଓ ପବିତ୍ର ନୈବେଦ୍ୟ ଉତ୍ସର୍ଗ କରାଯାଉଅଛି; କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ ଅଟେଜ ।
Odia Bible ERV 2004 (ପବିତ୍ର ବାଇବଲ)
“ସମସ୍ତ ଦେଶର ଲୋକମାନେ ଆପଣା ନାମର ମହତ୍ତ୍ୱ ଗାନ କରୁଛନ୍ତି। ଲୋକମାନେ ସମସ୍ତ ସ୍ଥାନରେ ପବିତ୍ର ନୈବେଦ୍ୟ ଓ ଧୂପ ଉତ୍ସର୍ଗ କରୁଛନ୍ତି, କାରଣ ଆମ୍ଭର ନାମ ସମଗ୍ର ଦେଶରେ ମହାନ ଅଟେ।” ସର୍ବଶକ୍ତିମାନ ସଦାପ୍ରଭୁ ଏସବୁ କହିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସୂର୍ଯ୍ୟର ଉଦୟଠାରୁ ତହିଁର ଅସ୍ତ ହେବା ପର୍ଯ୍ୟନ୍ତ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ୍ ଅଟେ ଓ ପ୍ରତ୍ୟେକ ସ୍ଥାନରେ ଆମ୍ଭ ନାମ ଉଦ୍ଦେଶ୍ୟରେ ଧୂପ ଓ ପବିତ୍ର ନୈବେଦ୍ୟ ଉତ୍ସର୍ଗ କରାଯାଉଅଛି; କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ୍ ଅଟେ।
Odia IRV 2017 (ଓଡିଆ ବାଇବେଲ)
କାରଣ ସୂର୍ଯ୍ୟର ଉଦୟଠାରୁ ତହିଁର ଅସ୍ତ ହେବା ପର୍ଯ୍ୟନ୍ତ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ୍ ଅଟେ ଓ ପ୍ରତ୍ୟେକ ସ୍ଥାନରେ ଆମ୍ଭ ନାମ ଉଦ୍ଦେଶ୍ୟରେ ଧୂପ ଓ ପବିତ୍ର ନୈବେଦ୍ୟ ଉତ୍ସର୍ଗ କରାଯାଉଅଛି; କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ୍ ଅଟେ।”