Malachi 1:12 — Compare Translations
5 translations compared side by side
Odia - 1840
"ମାତ୍ର, ତୁମ୍ଭମାନେେ ଆମ୍ଭର ନାମର ଅସମ୍ମାନ କରୁଛ। ତୁମ୍ଭମାନେେ କହୁଛ ସଦାପ୍ରଭୁଙ୍କର ୟଜ୍ଞବଦେୀ ଅପବିତ୍ର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ସଦାପ୍ରଭୁଙ୍କର ମେଜ ଅଶୁଚି ହୋଇଅଛି ଓ ତହିଁର ଫଳ, ଅର୍ଥାତ୍, ତାହାଙ୍କର ଖାଦ୍ୟ ତୁଚ୍ଛ,ଏହା କହି ତୁମ୍ଭେମାନେ ସେ ନାମ ଅଶୁଚି କରୁଅଛ ।
Odia Bible ERV 2004 (ପବିତ୍ର ବାଇବଲ)
“ମାତ୍ର, ତୁମ୍ଭେମାନେ ଆମ୍ଭର ନାମର ଅସମ୍ମାନ କରୁଛ। ତୁମ୍ଭେମାନେ କହୁଛ ସଦାପ୍ରଭୁଙ୍କର ଯଜ୍ଞବେଦି ଅପବିତ୍ର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ସଦାପ୍ରଭୁଙ୍କର ମେଜ ଅଶୁଚି ହୋଇଅଛି ଓ ତହିଁର ଫଳ, ଅର୍ଥାତ୍, ତାହାଙ୍କର ଖାଦ୍ୟ ତୁଚ୍ଛ, ଏହା କହି ତୁମ୍ଭେମାନେ ସେହି ନାମକୁ ଅଶୁଚି କରୁଅଛ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ସଦାପ୍ରଭୁଙ୍କର ମେଜ ଅଶୁଚି ହୋଇଅଛି ଓ ତହିଁର ଫଳ, ଅର୍ଥାତ୍, ତାହାଙ୍କର ଖାଦ୍ୟ ତୁଚ୍ଛ, ଏହା କହି ତୁମ୍ଭେମାନେ ସେହି ନାମକୁ ଅଶୁଚି କରୁଅଛ।