Malachi 1:13 — Compare Translations
5 translations compared side by side
Odia - 1840
"ତୁମ୍ଭେ କହିଛ ଯେ, ତୁମ୍ଭେ ବିବ୍ରତ ହବେ ନାହିଁ ଏବଂ ତୁମ୍ଭେ ୟଜ୍ଞବଦେୀ ରେ ଥିବା ଖାଦ୍ୟ ପ୍ରତି ତାଚ୍ଛଲ୍ଯ ପ୍ରକାଶ କରିଛ ଏବଂ ତୁମ୍ଭେ ନ ଖାଇ ପରିତ୍ଯାଗ କରୁଛ, ଆଉ ମଧ୍ଯ ମନ୍ଦ ବୋଲି କହୁଛ। ମାତ୍ର ଏହା ସତ୍ଯ ନୁହେଁ। ତା'ପ ରେ ତୁମ୍ଭମାନେେ ଆହତ, େଛାଟା ଓ ରୁଗ୍ଣ ପଶୁମାନଙ୍କୁ ଆମ୍ଭ ନିକଟରେ ବଳିଦାନ ପାଇଁ ଆଣୁଛ। ମାତ୍ର ସହେି ରୁଗ୍ଣ ପଶୁଗୁଡିକୁ ଆମ୍ଭେ ଗ୍ରହଣ କରିବା ନାହିଁ। ସର୍ବଶକ୍ତିମାନ ସଦାପ୍ରଭୁ ଏହା କହିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ତୁମ୍ଭେମାନେ କହୁଅଛ, ଦେଖ, ଏହା କିପରି କ୍ଳାନ୍ତିଜନକ ଓ ତୁମ୍ଭେମାନେ ତାହା ତୁଚ୍ଛ ଜ୍ଞାନ କରିଅଛ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ଆଉ, ତୁମ୍ଭେମାନେ ବଳାତ୍କାରରେ ଧୃତ ଓ ଲେଙ୍ଗଡ଼ା ଓ ରୋଗୀ ପଶୁ ଆଣିଅଛ; ଏହିରୂପେ ତୁମ୍ଭେମାନେ ନୈବେଦ୍ୟ ଆଣୁଅଛ; ଏହା କି ଆମ୍ଭେ ତୁମ୍ଭମାନଙ୍କ ହସ୍ତରୁ ଗ୍ରହଣ କରିବା? ଏହା ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ କହିଛ ଯେ, ତୁମ୍ଭେ ବିବ୍ରତ ହେବ ନାହିଁ ଏବଂ ତୁମ୍ଭେ ଯଜ୍ଞବେଦିରେ ଥିବା ଖାଦ୍ୟ ପ୍ରତି ତାଚ୍ଛଲ୍ୟ ପ୍ରକାଶ କରିଛ ଏବଂ ତୁମ୍ଭେ ନ ଖାଇ ପରିତ୍ୟାଗ କରୁଛ, ଆଉ ମଧ୍ୟ ମନ୍ଦ ବୋଲି କହୁଛ। ମାତ୍ର ଏହା ସତ୍ୟ ନୁହେଁ। ତା’ପରେ ତୁମ୍ଭେମାନେ ଆହତ, ଛୋଟା ଓ ରୁଗ୍ଣ ପଶୁମାନଙ୍କୁ ଆମ୍ଭ ନିକଟରେ ବଳିଦାନ ପାଇଁ ଆଣୁଛ। ମାତ୍ର ସେହି ରୁଗ୍ଣ ପଶୁଗୁଡ଼ିକୁ ଆମ୍ଭେ ଗ୍ରହଣ କରିବା ନାହିଁ।” ସର୍ବଶକ୍ତିମାନ ସଦାପ୍ରଭୁ ଏହା କହିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ତୁମ୍ଭେମାନେ କହୁଅଛ, ‘ଦେଖ, ଏହା କିପରି କ୍ଳାନ୍ତିଜନକ’ ଓ ତୁମ୍ଭେମାନେ ତାହା ତୁଚ୍ଛଜ୍ଞାନ କରିଅଛ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ଆଉ, ତୁମ୍ଭେମାନେ ବଳାତ୍କାରରେ ଧୃତ ଓ ଲେଙ୍ଗଡ଼ା ଓ ରୋଗୀ ପଶୁ ଆଣିଅଛ; ଏହିରୂପେ ତୁମ୍ଭେମାନେ ନୈବେଦ୍ୟ ଆଣୁଅଛ; ଏହା କି ଆମ୍ଭେ ତୁମ୍ଭମାନଙ୍କ ହସ୍ତରୁ ଗ୍ରହଣ କରିବା? ଏହା ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ତୁମ୍ଭେମାନେ କହୁଅଛ, “ଦେଖ, ଏହା କିପରି କ୍ଳାନ୍ତିଜନକ ଓ ତୁମ୍ଭେମାନେ ତାହା ତୁଚ୍ଛ ଜ୍ଞାନ କରିଅଛ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; “ଆଉ, ତୁମ୍ଭେମାନେ ବଳାତ୍କାରରେ ଧୃତ ଓ ଲେଙ୍ଗଡ଼ା ଓ ରୋଗୀ ପଶୁ ଆଣିଅଛ; ଏହିରୂପେ ତୁମ୍ଭେମାନେ ନୈବେଦ୍ୟ ଆଣୁଅଛ; ଏହା କି ଆମ୍ଭେ ତୁମ୍ଭମାନଙ୍କ ହସ୍ତରୁ ଗ୍ରହଣ କରିବା?” ଏହା ସଦାପ୍ରଭୁ କହନ୍ତି।