Malachi 1:2 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ କହିଲେ, ଆମ୍ଭେ ତୁମ୍ଭ ସମସ୍ତଙ୍କୁ ପ୍ ରମେ କରିଅଛୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କୁ ପ୍ରେମ କରିଅଛୁ। ତଥାପି ତୁମ୍ଭେମାନେ କହୁଅଛ, ତୁମ୍ଭେ କାହିଁରେ ଆମ୍ଭମାନଙ୍କୁ ପ୍ରେମ କରିଅଛ? ସଦାପ୍ରଭୁ କହନ୍ତି, ଏଷୌ କି ଯାକୁବର ଭାଇ ନ ଥିଲା? ତଥାପି ଆମ୍ଭେ ଯାକୁବକୁ ପ୍ରେମ କଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଇସ୍ରାଏଲକୁ ପ୍ରେମ କରନ୍ତି ସଦାପ୍ରଭୁ କହିଲେ, “ଆମ୍ଭେ ତୁମ୍ଭ ସମସ୍ତଙ୍କୁ ପ୍ରେମ କରିଅଛୁ।” ମାତ୍ର ତୁମ୍ଭେମାନେ କହିଲ, “ତୁମ୍ଭେ କିପରି ଆମ୍ଭଙ୍କୁ ତୁମ୍ଭର ପ୍ରେମ ଦେଖାଇଛ?” ସଦାପ୍ରଭୁ କହିଲେ, “ଏଷୌ କ’ଣ ଯାକୁବର ଭାଇ ନୁହେଁ? ତଥାପି ଆମ୍ଭେ ଯାକୁବକୁ ପ୍ରେମ କଲୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ କହନ୍ତି, “ଆମ୍ଭେ ତୁମ୍ଭମାନଙ୍କୁ ପ୍ରେମ କରିଅଛୁ। ତଥାପି ତୁମ୍ଭେମାନେ କହୁଅଛ, ‘ତୁମ୍ଭେ କାହିଁରେ ଆମ୍ଭମାନଙ୍କୁ ପ୍ରେମ କରିଅଛ?’” ସଦାପ୍ରଭୁ କହନ୍ତି, “ଏଷୌ କି ଯାକୁବର ଭାଇ ନ ଥିଲା? ତଥାପି ଆମ୍ଭେ ଯାକୁବକୁ ପ୍ରେମ କଲୁ।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ କହନ୍ତି, “ଆମ୍ଭେ ତୁମ୍ଭମାନଙ୍କୁ ପ୍ରେମ କରିଅଛୁ।” ତଥାପି ତୁମ୍ଭେମାନେ କହୁଅଛ, “ତୁମ୍ଭେ କାହିଁରେ ଆମ୍ଭମାନଙ୍କୁ ପ୍ରେମ କରିଅଛ?” ସଦାପ୍ରଭୁ କହନ୍ତି, “ଏଷୌ କି ଯାକୁବର ଭାଇ ନ ଥିଲା?” “ତଥାପି ଆମ୍ଭେ ଯାକୁବକୁ ପ୍ରେମ କଲୁ।