Malachi 1:3 — Compare Translations

5 translations compared side by side

Odia - 1840
"ଆମ୍ଭେ ଏଷୌକୁ ଘୃଣା କଲୁ। ଆମ୍ଭେ ଏଷୌର ପର୍ବତଗୁଡିକୁ ଧ୍ବଂସ କଲୁ। ଏଷୌର ମାତୃଭୂମି ଧ୍ବଂସ ପାଇଲା ଏବଂ ସଠାେ ରେ କବଳେ ଶୃଗାଳ ବାସ କରିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଏଷୌକୁ ଆମ୍ଭେ ଅପ୍ରେମ କଲୁ ଓ ତାହାର ପର୍ବତଗଣକୁ ଧ୍ଵଂସ ସ୍ଥାନ କଲୁ, ଆଉ ତାହାର ଅଧିକାର ପ୍ରାନ୍ତରସ୍ଥ ଶୃଗାଳଗଣକୁ ଦେଲୁ ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେ ଏଷୌକୁ ଘୃଣା କଲୁ। ଆମ୍ଭେ ଏଷୌର ପର୍ବତଗୁଡ଼ିକୁ ଧ୍ୱଂସ କଲୁ। ଏଷୌର ମାତୃଭୂମି ଧ୍ୱଂସ ପାଇଲା ଏବଂ ସେଠାରେ କେବଳ ଶୃଗାଳ ବାସ କରିଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଏଷୌକୁ ଆମ୍ଭେ ଅପ୍ରେମ କଲୁ ଓ ତାହାର ପର୍ବତଗଣକୁ ଧ୍ୱଂସର ସ୍ଥାନ କଲୁ, ଆଉ ତାହାର ଅଧିକାର ପ୍ରାନ୍ତରସ୍ଥ ଶୃଗାଳମାନଙ୍କର ସ୍ଥାନ କଲୁ।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଏଷୌକୁ ଆମ୍ଭେ ଅପ୍ରେମ କଲୁ ଓ ତାହାର ପର୍ବତଗଣକୁ ଧ୍ୱଂସର ସ୍ଥାନ କଲୁ, ଆଉ ତାହାର ଅଧିକାର ପ୍ରାନ୍ତରସ୍ଥ ଶୃଗାଳମାନଙ୍କର ସ୍ଥାନ କଲୁ।”