Malachi 1:5 — Compare Translations

5 translations compared side by side

Odia - 1840
"ତୁମ୍ଭମାନେେ ଏହିସବୁ ଦେଖିବ ଓ କହିବ, ସଦାପ୍ରଭୁ ଇଶ୍ରାୟେଲର ବାହା ରେ ମଧ୍ଯ ମହିମାନ୍ବିତ ହୁଅନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭମାନଙ୍କର ଚକ୍ଷୁ ତାହା ଦେଖିବ ଓ ତୁମ୍ଭେମାନେ କହିବ, ସଦାପ୍ରଭୁ ଇସ୍ରାଏଲର ସୀମାର ବାହାରେ ହେଁ ମହିମାନ୍ଵିତ ହେଉନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଏହିସବୁ ଦେଖିବ ଓ କହିବ, “ସଦାପ୍ରଭୁ ଇସ୍ରାଏଲର ବାହାରେ ମଧ୍ୟ ମହିମାନ୍ୱିତ ହୁଅନ୍ତୁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭମାନଙ୍କର ସ୍ଵଚକ୍ଷୁ ତାହା ଦେଖିବ ଓ ତୁମ୍ଭେମାନେ କହିବ, “ସଦାପ୍ରଭୁ ଇସ୍ରାଏଲର ସୀମାର ବାହାରେ ମଧ୍ୟ ମହାନ ଅଟନ୍ତି।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭମାନଙ୍କର ସ୍ଵଚକ୍ଷୁ ତାହା ଦେଖିବ ଓ ତୁମ୍ଭେମାନେ କହିବ, “ସଦାପ୍ରଭୁ ଇସ୍ରାଏଲର ସୀମାର ବାହାରେ ମଧ୍ୟ ମହାନ୍ ଅଟନ୍ତି।”