Malachi 1:6 — Compare Translations
5 translations compared side by side
Odia - 1840
"ସର୍ବଶକ୍ତିମାନ୍ ସଦାପ୍ରଭୁ କହିଲେ, ପିଲାମାନେ ସମାନଙ୍କେର ପିତାଙ୍କୁ ସମ୍ମାନ କରନ୍ତି, ଗ୍ଭକରମାନେ ସମାନଙ୍କେର ମୁନିବଙ୍କୁ ସମ୍ମାନ କରନ୍ତି, ତେଣୁ ଆମ୍ଭେ ତୁମ୍ଭମାନଙ୍କର ପିତା, ତୁମ୍ଭମାନେେ ଆମ୍ଭକୁ କାହିଁକି ଭୟ ଓ ସମ୍ମାନ କରୁ ନାହିଁ? ଆମ୍ଭେ ତୁମ୍ଭମାନଙ୍କର ମୁନିବ, ତୁମ୍ଭମାନେେ ଆମ୍ଭକୁ କାହିଁକି ଭୟ ଏବଂ ସମ୍ମାନ କରୁନାହିଁ? ତୁମ୍ଭେ ଯାଜକଗଣ ଆମ୍ଭର ନାମ ପ୍ରତି ତାଚ୍ଛଲ୍ଯ ମନୋଭାବ ଦଖାେଉଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁତ୍ର ଆପଣା ପିତାକୁ ଓ ଦାସ ଆପଣା ମୁନିବକୁ ସମାଦର କରେ; ମାତ୍ର ଆମ୍ଭେ ଯେବେ ପିତା ଅଟୁ, ତେବେ ଆମ୍ଭର ସମାଦର କାହିଁ? ଓ ଆମ୍ଭେ ଯେବେ ମୁନିବ ଅଟୁ, ତେବେ ଆମ୍ଭ ପ୍ରତି ଭୟ କାହିଁ? ହେ ଆମ୍ଭ ନାମର ଅବଜ୍ଞାକାରୀ ଯାଜକଗଣ, ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭମାନଙ୍କୁ ଏହା କହନ୍ତି । ପୁଣି, ତୁମ୍ଭେମାନେ କହୁଅଛ, ଆମ୍ଭେମାନେ କାହିଁରେ ତୁମ୍ଭ ନାମ ଅବଜ୍ଞା କରିଅଛୁ ⇧?
Odia Bible ERV 2004 (ପବିତ୍ର ବାଇବଲ)
ଲୋକମାନେ ପରମେଶ୍ୱରଙ୍କୁ ସମ୍ମାନ କରନ୍ତି ନାହିଁ ସର୍ବଶକ୍ତିମାନ୍ ସଦାପ୍ରଭୁ କହିଲେ, “ପିଲାମାନେ ସେମାନଙ୍କର ପିତାଙ୍କୁ ସମ୍ମାନ କରନ୍ତି, ଗ୍ଭକରମାନେ ସେମାନଙ୍କର ମୁନିବଙ୍କୁ ସମ୍ମାନ କରନ୍ତି, ତେଣୁ ଆମ୍ଭେ ତୁମ୍ଭମାନଙ୍କର ପିତା, ତୁମ୍ଭେମାନେ ଆମ୍ଭକୁ କାହିଁକି ଭୟ ଓ ସମ୍ମାନ କରୁ ନାହଁ? ଆମ୍ଭେ ତୁମ୍ଭମାନଙ୍କର ମୁନିବ, ତୁମ୍ଭେମାନେ ଆମ୍ଭକୁ କାହିଁକି ଭୟ ଏବଂ ସମ୍ମାନ କରୁ ନାହଁ? ତୁମ୍ଭେ ଯାଜକଗଣ ଆମ୍ଭର ନାମ ପ୍ରତି ତାଚ୍ଛଲ୍ୟ ମନୋଭାବ ଦେଖାଉଛ। “କିନ୍ତୁ ତୁମ୍ଭେମାନେ ପଗ୍ଭର, ‘ଆମ୍ଭେମାନେ କିପରି ତୁମ୍ଭର ନାମକୁ ତାଚ୍ଛଲ୍ୟ ମନୋଭାବ ଦେଖାଇଛୁ?’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ପୁତ୍ର ଆପଣା ପିତାକୁ ଓ ଦାସ ଆପଣା ମୁନିବକୁ ସମାଦର କରେ; ମାତ୍ର ଆମ୍ଭେ ଯଦି ପିତା ଅଟୁ, ତେବେ ଆମ୍ଭର ସମାଦର କାହିଁ? ଓ ଆମ୍ଭେ ଯଦି ମୁନିବ ଅଟୁ, ତେବେ ଆମ୍ଭ ପ୍ରତି ଭୟ କାହିଁ? ହେ ଆମ୍ଭ ନାମର ଅବଜ୍ଞାକାରୀ ଯାଜକଗଣ, ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭମାନଙ୍କୁ ଏହା କହନ୍ତି। ପୁଣି, ତୁମ୍ଭେମାନେ କହୁଅଛ, ‘ଆମ୍ଭେମାନେ କାହିଁରେ ତୁମ୍ଭ ନାମ ଅବଜ୍ଞା କରିଅଛୁ।’
Odia IRV 2017 (ଓଡିଆ ବାଇବେଲ)
ପୁତ୍ର ଆପଣା ପିତାକୁ ଓ ଦାସ ଆପଣା ମୁନିବକୁ ସମାଦର କରେ; ମାତ୍ର ଆମ୍ଭେ ଯଦି ପିତା ଅଟୁ, ତେବେ ଆମ୍ଭର ସମାଦର କାହିଁ? ଓ ଆମ୍ଭେ ଯଦି ମୁନିବ ଅଟୁ, ତେବେ ଆମ୍ଭ ପ୍ରତି ଭୟ କାହିଁ? ହେ ଆମ୍ଭ ନାମର ଅବଜ୍ଞାକାରୀ ଯାଜକଗଣ, ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭମାନଙ୍କୁ ଏହା କହନ୍ତି। ପୁଣି, ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କାହିଁରେ ତୁମ୍ଭ ନାମ ଅବଜ୍ଞା କରିଅଛୁ।”