Malachi 1:7 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ କହିଲେ, ତୁମ୍ଭମାନେେ ଆମ୍ଭର ୟଜ୍ଞବଦେୀ ଉପ ରେ ଅଶୁଚି ଖାଦ୍ୟ ଉତ୍ସର୍ଗ କରୁଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଆମ୍ଭ ଯଜ୍ଞବେଦିର ଉପରେ ଅଶୁଚି ରୋଟୀ ଉତ୍ସର୍ଗ କରୁଅଛ, ତଥାପି କହୁଅଛ, ଆମ୍ଭେମାନେ କାହିଁରେ ତୁମ୍ଭକୁ ଅଶୁଚି କରିଅଛୁ? ସଦାପ୍ରଭୁଙ୍କ ମେଜ ଯେ ତୁଚ୍ଛ, ଏହା କହି, ତାହା କରୁଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କହିଲେ, “ତୁମ୍ଭେମାନେ ଆମ୍ଭର ଯଜ୍ଞବେଦି ଉପରେ ଅଶୁଚି ଖାଦ୍ୟ ଉତ୍ସର୍ଗ କରୁଅଛ। “ତଥାପି ତୁମ୍ଭେମାନେ କହୁଛ, ‘ଆମ୍ଭେମାନେ କ’ଣ ଖାଦ୍ୟକୁ ଅଶୁଚି କରୁଛୁ?’ ସଦାପ୍ରଭୁ ଉତ୍ତର ଦେଲେ, “ତୁମ୍ଭେମାନେ ଆମ୍ଭର ଯଜ୍ଞବେଦିକୁ ଅସମ୍ମାନ କରୁଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆମ୍ଭ ଯଜ୍ଞବେଦିର ଉପରେ ଅଶୁଚି ରୁଟି ଉତ୍ସର୍ଗ କରି, ତଥାପି ତୁମ୍ଭେମାନେ କହୁଅଛ, ‘ଆମ୍ଭେମାନେ କାହିଁରେ ତୁମ୍ଭକୁ ଅଶୁଚି କରିଅଛୁ? ସଦାପ୍ରଭୁଙ୍କ ମେଜ ଯେ ତୁଚ୍ଛ,’ ଏହା କହି, ତାହା କରୁଅଛ।
Odia IRV 2017 (ଓଡିଆ ବାଇବେଲ)
ଆମ୍ଭ ଯଜ୍ଞବେଦିର ଉପରେ ଅଶୁଚି ରୁଟି ଉତ୍ସର୍ଗ କରି, ତଥାପି ତୁମ୍ଭେମାନେ କହୁଅଛ, ଆମ୍ଭେମାନେ କାହିଁରେ ତୁମ୍ଭକୁ ଅଶୁଚି କରିଅଛୁ? ସଦାପ୍ରଭୁଙ୍କ ମେଜ ଯେ ତୁଚ୍ଛ, ଏହା କହି, ତାହା କରୁଅଛ।