Malachi 2:1 — Compare Translations

5 translations compared side by side

Odia - 1840
" ହେ ଯାଜକଗଣ, ଏହି ବିଧି ତୁମ୍ଭମାନଙ୍କ ପାଇଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏବେ ହେ ଯାଜକଗଣ, ତୁମ୍ଭମାନଙ୍କ ପ୍ରତି ଏହି ଆଜ୍ଞା ।
Odia Bible ERV 2004 (ପବିତ୍ର ବାଇବଲ)
ଯାଜକମାନଙ୍କ ପାଇଁ ବିଧିମାନ “ହେ ଯାଜକଗଣ, ଏହି ବିଧି ତୁମ୍ଭମାନଙ୍କ ପାଇଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ଏବେ ହେ ଯାଜକଗଣ, ତୁମ୍ଭମାନଙ୍କ ପ୍ରତି ଏହି ଆଜ୍ଞା।
Odia IRV 2017 (ଓଡିଆ ବାଇବେଲ)
ଏବେ ହେ ଯାଜକଗଣ, ତୁମ୍ଭମାନଙ୍କ ପ୍ରତି ଏହି ଆଜ୍ଞା।