Malachi 2:11 — Compare Translations
5 translations compared side by side
Odia - 1840
"ଯିହୁଦାର ଲୋକମାନେ ଅବିଶ୍ବସ୍ତ ଥିଲେ। ୟିରୁଶାଲମ ଓ ଇଶ୍ରାୟେଲର ଲୋକମାନେ ବହୁତ ଘୃଣିତ କାର୍ୟ୍ଯ କରିଛନ୍ତି। ପରମେଶ୍ବର ତାଙ୍କର ମନ୍ଦିରକୁ ଭଲପାଆନ୍ତି, ମାତ୍ର ଯିହୁଦାର ଲୋକମାନେ ସଦାପ୍ରଭୁଙ୍କ ମନ୍ଦିରକୁ ଅପବିତ୍ର କରିଛନ୍ତି। ସମାନେେ ବିଦେଶୀ ଦବେତାର କନ୍ଯାକୁ ବିବାହ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୁଦା ବିଶ୍ଵାସଘାତକତା କରିଅଛି, ଆଉ ଇସ୍ରାଏଲର ମଧ୍ୟରେ ଓ ଯିରୂଶାଲମ ମଧ୍ୟରେ ଘୃଣାଯୋଗ୍ୟକ୍ରିୟା କରାଯାଏ; କାରଣ ସଦାପ୍ରଭୁଙ୍କର ପ୍ରିୟ ଯେଉଁ ପବିତ୍ରତା, ଯିହୁଦା ତାହା ଅପବିତ୍ର କରିଅଛି ଓ ବିଦେଶୀୟ ଦେବତାର କନ୍ୟାକୁ ବିବାହ କରିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଯିହୁଦାର ଲୋକମାନେ ଅବିଶ୍ୱସ୍ତ ଥିଲେ। ଯିରୁଶାଲମ ଓ ଇସ୍ରାଏଲର ଲୋକମାନେ ବହୁତ ଘୃଣିତ କାର୍ଯ୍ୟ କରିଛନ୍ତି। ପରମେଶ୍ୱର ତାଙ୍କର ମନ୍ଦିରକୁ ଭଲପାଆନ୍ତି, ମାତ୍ର ଯିହୁଦାର ଲୋକମାନେ ସଦାପ୍ରଭୁଙ୍କ ମନ୍ଦିରକୁ ଅପବିତ୍ର କରିଛନ୍ତି। ସେମାନେ ବିଦେଶୀ ଦେବତାର କନ୍ୟାକୁ ବିବାହ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୁଦା ବିଶ୍ୱାସଘାତକତା କରିଅଛି, ଆଉ ଇସ୍ରାଏଲର ମଧ୍ୟରେ ଓ ଯିରୂଶାଲମ ମଧ୍ୟରେ ଘୃଣାଯୋଗ୍ୟ କ୍ରିୟା କରାଯାଇଅଛି; କାରଣ ସଦାପ୍ରଭୁଙ୍କର ପ୍ରିୟ ବା ପବିତ୍ର ମନ୍ଦିର, ଯିହୁଦା ତାହା ଅପବିତ୍ର କରିଅଛି ଓ ବିଦେଶୀୟ ଦେବତାର କନ୍ୟାକୁ ବିବାହ କରିଅଛି।
Odia IRV 2017 (ଓଡିଆ ବାଇବେଲ)
ଯିହୁଦା ବିଶ୍ୱାସଘାତକତା କରିଅଛି, ଆଉ ଇସ୍ରାଏଲର ମଧ୍ୟରେ ଓ ଯିରୂଶାଲମ ମଧ୍ୟରେ ଘୃଣାଯୋଗ୍ୟକ୍ରିୟା କରାଯାଇଅଛି; କାରଣ ସଦାପ୍ରଭୁଙ୍କର ପ୍ରିୟ ବା ପବିତ୍ର ମନ୍ଦିର, ଯିହୁଦା ତାହା ଅପବିତ୍ର କରିଅଛି ଓ ବିଦେଶୀୟ ଦେବତାର କନ୍ୟାକୁ ବିବାହ କରିଅଛି।