Malachi 2:15 — Compare Translations
5 translations compared side by side
Odia - 1840
"ପରମେଶ୍ବର ଉଭୟ ସ୍ବାମୀ ଓ ସ୍ତ୍ରୀ ସୃଷ୍ଟି କରିଛନ୍ତି, ସମାନଙ୍କେୁ ଶରୀର ଓ ଆତ୍ମା ରେ ଏକ ହବୋ ପାଇଁ ନିର୍ଦ୍ଧିଷ୍ଟ କରିଛନ୍ତି। ପରମେଶ୍ବର ଧର୍ମପରାଯଣ ସନ୍ତାନ ସନ୍ତତି ଗ୍ଭହାଁନ୍ତି। ତେଣୁ ନିଜକୁ ଜଗ ଏବଂ ତୁମ୍ଭ ସ୍ତ୍ରୀ ପ୍ରତି ଅବିଶ୍ବସ୍ତ ହୁଅ ନାହିଁ, ଯାହାକୁ ତୁମ୍ଭେ ୟୁବାବସ୍ଥା ରେ ବିବାହ କରିଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତାହାଙ୍କଠାରେ ଆତ୍ମାର ଅବଶିଷ୍ଟାଂଶ ଥିଲେ ହେଁ ସେ କି ଏକ ନ କଲେ? ଆଉ କାହିଁକି ଏକ କଲେ? ସେ ଈଶ୍ଵରୀୟ ଏକ ବଂଶର ଚେଷ୍ଟା କଲେ । ଏଥିପାଇଁ ତୁମ୍ଭେମାନେ ଆପଣା ଆପଣା ଆତ୍ମା ବିଷୟରେ ସାବଧାନ ହୁଅ ଓ କେହି ଆପଣା ଆପଣା ଯୌବନ କାଳର ଭାର୍ଯ୍ୟା ପ୍ରତି ବିଶ୍ଵାସଘାତକତା ନ କରୁ ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଉଭୟ ସ୍ୱାମୀ ଓ ସ୍ତ୍ରୀ ସୃଷ୍ଟି କରିଛନ୍ତି, ସେମାନଙ୍କୁ ଶରୀର ଓ ଆତ୍ମାରେ ଏକ ହେବା ପାଇଁ ନିର୍ଦ୍ଧିଷ୍ଟ କରିଛନ୍ତି। ପରମେଶ୍ୱର ଧର୍ମପରାୟଣ ସନ୍ତାନସନ୍ତତି ଗ୍ଭହାନ୍ତି। ତେଣୁ ନିଜକୁ ଜଗ ଏବଂ ତୁମ୍ଭ ସ୍ତ୍ରୀ ପ୍ରତି ଅବିଶ୍ୱସ୍ତ ହୁଅ ନାହିଁ, ଯାହାକୁ ତୁମ୍ଭେ ଯୁବାବସ୍ଥାରେ ବିବାହ କରିଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତାହାଙ୍କଠାରେ ଆତ୍ମାର ଅବଶିଷ୍ଟାଂଶ ଥିଲେ ହେଁ ସେ କି ଏକ ନ କଲେ? ଆଉ କାହିଁକି ଏକ କଲେ? ସେ ଈଶ୍ୱରୀୟ ଏକ ବଂଶ ଉତ୍ପନ୍ନ କରିବା ନିମନ୍ତେ ଚେଷ୍ଟା କଲେ। ଏଥିପାଇଁ ତୁମ୍ଭେମାନେ ଆପଣା ଆପଣା ଆତ୍ମା ବିଷୟରେ ସାବଧାନ ହୁଅ ଓ କେହି ଆପଣା ଆପଣା ଯୌବନ କାଳର ଭାର୍ଯ୍ୟା ପ୍ରତି ବିଶ୍ୱାସଘାତକତା ନ କରୁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତାହାଙ୍କଠାରେ ଆତ୍ମାର ଅବଶିଷ୍ଟାଂଶ ଥିଲେ ହେଁ ସେ କି ଏକ ନ କଲେ? ଆଉ କାହିଁକି ଏକ କଲେ? ସେ ଈଶ୍ୱରୀୟ ଏକ ବଂଶ ଉତ୍ପନ କରିବା ନିମନ୍ତେ ଚେଷ୍ଟା କଲେ।ଏଥିପାଇଁ ତୁମ୍ଭେମାନେ ଆପଣା ଆପଣା ଆତ୍ମା ବିଷୟରେ ସାବଧାନ ହୁଅ ଓ କେହି ଆପଣା ଆପଣା ଯୌବନ କାଳର ଭାର୍ଯ୍ୟା ପ୍ରତି ବିଶ୍ୱାସଘାତକତା ନ କରୁ।