Malachi 2:16 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର କୁହନ୍ତି! ଆମ୍ଭେ ଛାଡପତ୍ରକୁ ଘୃଣା କରୁ। ଏବଂ ଆମ୍ଭେ ମଧ୍ଯ ଲୋକମାନେ କରୁଥିବା ନିଷ୍ଠୁର କାର୍ୟ୍ଯକୁ ଘୃଣା କରୁ। ତେଣୁ ତୁମ୍ଭେ ଜାଗ୍ରତ ହୁଅ ଓ ଅବିଶ୍ବସ୍ତ ହୁଅ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଆମ୍ଭେ ସ୍ତ୍ରୀ-ତ୍ୟାଗ ଘୃଣା କରୁ, ଏହା ସଦାପ୍ରଭୁ ଇସ୍ରାଏଲର ପରମେଶ୍ଵର କହନ୍ତି ଓ ଯେ ଆପଣା ବସ୍ତ୍ରକୁ ଦୌରାତ୍ମ୍ୟରେ ଆଚ୍ଛାଦିତ କରେ, ତାହାକୁ ଆମ୍ଭେ ଘୃଣା କରୁ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ଏହେତୁ ତୁମ୍ଭେମାନେ ଯେପରି ବିଶ୍ଵାସଘାତକତା ନ କର, ଏଥିପାଇଁ ଆପଣା ଆପଣା ଆତ୍ମା ବିଷୟରେ ସାବଧାନ ହୁଅ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କୁହନ୍ତି! “ଆମ୍ଭେ ଛାଡ଼ପତ୍ରକୁ ଘୃଣା କରୁ। ଏବଂ ଆମ୍ଭେ ମଧ୍ୟ ଲୋକମାନେ କରୁଥିବା ନିଷ୍ଠୁର କାର୍ଯ୍ୟକୁ ଘୃଣା କରୁ। ତେଣୁ ତୁମ୍ଭେ ଜାଗ୍ରତ ହୁଅ ଓ ଅବିଶ୍ୱସ୍ତ ହୁଅ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“କାରଣ ଆମ୍ଭେ ସ୍ତ୍ରୀ-ତ୍ୟାଗ ଘୃଣା କରୁ, ଏହା ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି ଓ ଯେ ଆପଣା ବସ୍ତ୍ରକୁ ଦୌରାତ୍ମ୍ୟରେ ଆଚ୍ଛାଦିତ କରେ, ତାହାକୁ ଆମ୍ଭେ ଘୃଣା କରୁ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ଏହେତୁ ତୁମ୍ଭେମାନେ ଯେପରି ବିଶ୍ୱାସଘାତକତା ନ କର, ଏଥିପାଇଁ ଆପଣା ଆପଣା ଆତ୍ମା ବିଷୟରେ ସାବଧାନ ହୁଅ।”
Odia IRV 2017 (ଓଡିଆ ବାଇବେଲ)
“କାରଣ ଆମ୍ଭେ ସ୍ତ୍ରୀ-ତ୍ୟାଗ ଘୃଣା କରୁ,” ଏହା ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି ଓ “ଯେ ଆପଣା ବସ୍ତ୍ରକୁ ଦୌରାତ୍ମ୍ୟରେ ଆଚ୍ଛାଦିତ କରେ, ତାହାକୁ ଆମ୍ଭେ ଘୃଣା କରୁ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ଏହେତୁ ତୁମ୍ଭେମାନେ ଯେପରି ବିଶ୍ୱାସଘାତକତା ନ କର, ଏଥିପାଇଁ ଆପଣା ଆପଣା ଆତ୍ମା ବିଷୟରେ ସାବଧାନ ହୁଅ।