Malachi 2:3 — Compare Translations
5 translations compared side by side
Odia - 1840
" ଦେଖ, ଆମ୍ଭେ ତୁମ୍ଭମାନଙ୍କର ବଂଶଧରମାନଙ୍କୁ ଦଣ୍ତ ଦବୋ। ଛୁଟିଦିନମାନଙ୍କ ରେ ତୁମ୍ଭମାନଙ୍କର ଯାଜକଗଣ ଆମ୍ଭକୁ ବିଳିଦାନ ଅର୍ପଣ କରିବେ। ମାତ୍ର ତୁମ୍ଭମାନେେ ମୃତ ପ୍ରାଣୀମାନଙ୍କର ଯେଉଁ ଗୋବର ବାହାରକୁ ଫିଙ୍ଗି ଦିଅ, ଆମ୍ଭେ ସହେି ଗୋବରକୁ ନଇେ ତୁମ୍ଭମାନଙ୍କ ମୁହଁ ରେ ପକାଇବା ଓ ତୁମ୍ଭମାନଙ୍କୁ ସହେି ଗୋବର ସହିତ ଫିଙ୍ଗି ଦବୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ତୁମ୍ଭମାନଙ୍କ ସକାଶେ ଆମ୍ଭେ ବିହନକୁ ଧମକାଇବା ଓ ତୁମ୍ଭମାନଙ୍କ ମୁଖରେ ମଳ, ଅର୍ଥାତ୍, ତୁମ୍ଭମାନଙ୍କ ବଳିସକଳର ମଳ ପ୍ରସାରିବା; ଆଉ, ତୁମ୍ଭେମାନେ ତହିଁ ସଙ୍ଗେ ନୀତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
“ଦେଖ, ଆମ୍ଭେ ତୁମ୍ଭମାନଙ୍କର ବଂଶଧରମାନଙ୍କୁ ଦଣ୍ତ ଦେବା। ଛୁଟିଦିନମାନଙ୍କରେ ତୁମ୍ଭମାନଙ୍କର ଯାଜକଗଣ ଆମ୍ଭକୁ ବିଳିଦାନ ଅର୍ପଣ କରିବେ। ମାତ୍ର ତୁମ୍ଭେମାନେ ମୃତ ପ୍ରାଣୀମାନଙ୍କର ଯେଉଁ ଗୋବର ବାହାରକୁ ଫିଙ୍ଗିଦିଅ, ଆମ୍ଭେ ସେହି ଗୋବରକୁ ନେଇ ତୁମ୍ଭମାନଙ୍କ ମୁହଁରେ ପକାଇବା ଓ ତୁମ୍ଭମାନଙ୍କୁ ସେହି ଗୋବର ସହିତ ଫିଙ୍ଗି ଦେବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ଆମ୍ଭେ ତୁମ୍ଭମାନଙ୍କ ସନ୍ତାନଗଣଙ୍କୁ ଧମକାଇବା ଓ ତୁମ୍ଭମାନଙ୍କ ମୁଖରେ ମଳ, ଅର୍ଥାତ୍, ତୁମ୍ଭମାନଙ୍କ ବଳିସକଳର ମଳ ପ୍ରସାରିବା; ଆଉ, ତୁମ୍ଭେମାନେ ତହିଁ ସଙ୍ଗେ ନୀତ ହେବ।
Odia IRV 2017 (ଓଡିଆ ବାଇବେଲ)
ଦେଖ, ଆମ୍ଭେ ତୁମ୍ଭମାନଙ୍କ ସନ୍ତାନଗଣଙ୍କୁ ଧମକାଇବା ଓ ତୁମ୍ଭମାନଙ୍କ ମୁଖରେ ମଳ, ଅର୍ଥାତ୍, ତୁମ୍ଭମାନଙ୍କ ବଳିସକଳର ମଳ ପ୍ରସାରିବା; ଆଉ, ତୁମ୍ଭେମାନେ ତହିଁ ସଙ୍ଗେ ନୀତ ହେବ।