Malachi 2:4 — Compare Translations
5 translations compared side by side
Odia - 1840
"ତାହା ହେଲେ ତୁମ୍ଭମାନେେ ଜାଣିବ ଯେ, ଆମ୍ଭେ ଏହି ଆଜ୍ଞା ତୁମ୍ଭମାନଙ୍କୁ ପଠାଇଲୁ। ଆମ୍ଭେ ଏହା କଲୁ ଯାହାଦ୍ବରା ଲବେୀମାନଙ୍କ ସହିତ ଆମ୍ଭର ନିଯମ ଗ୍ଭଲୁ ରହିବ। ସର୍ବଶକ୍ତିମାନ୍ ସଦାପ୍ରଭୁ ଏହିସବୁ କହିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଲେବୀ ସହିତ ଆମ୍ଭର ନିୟମ ଯେପରି ଥିବ, ଏଥିପାଇଁ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଯେ ଏହି ଆଜ୍ଞା ପ୍ରେରଣ କରିଅଛୁ, ଏହା ତୁମ୍ଭେମାନେ ଜାଣିବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତାହାହେଲେ ତୁମ୍ଭେମାନେ ଜାଣିବ ଯେ, ଆମ୍ଭେ ଏହି ଆଜ୍ଞା ତୁମ୍ଭମାନଙ୍କୁ ପଠାଇଲୁ। ଆମ୍ଭେ ଏହା କଲୁ ଯାହାଦ୍ୱାରା ଲେବୀମାନଙ୍କ ସହିତ ଆମ୍ଭର ନିୟମ ଗ୍ଭଲୁ ରହିବ।” ସର୍ବଶକ୍ତିମାନ୍ ସଦାପ୍ରଭୁ ଏହିସବୁ କହିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଲେବୀ ସହିତ ଆମ୍ଭର ନିୟମ ଯେପରି ହେବ, ଏଥିପାଇଁ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଯେ ଏହି ଆଜ୍ଞା ପ୍ରେରଣ କରିଅଛୁ, ଏହା ତୁମ୍ଭେମାନେ ଜାଣିବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଲେବୀ ସହିତ ଆମ୍ଭର ନିୟମ ଯେପରି ହେବ, ଏଥିପାଇଁ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଯେ ଏହି ଆଜ୍ଞା ପ୍ରେରଣ କରିଅଛୁ, ଏହା ତୁମ୍ଭେମାନେ ଜାଣିବ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।