Malachi 2:5 — Compare Translations

5 translations compared side by side

Odia - 1840
"ଆମ୍ଭେ ଲବେୀ ସହିତ ଚୁକ୍ତି କରିଥିଲୁ ତାକୁ ଜୀବନ ଓ ଶାନ୍ତି ଦବୋପାଇଁ ଏବଂ ଆମ୍ଭେ ଆପଣା ଶପଥ ରଖିଥିଲୁ। ସେ ଆମ୍ଭକୁ ସମ୍ମାନ ଓ ଭୟ କରୁଥିଲା ଏବଂ ଆମ୍ଭ ନାମକୁ ଭକ୍ତି କରୁଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ସଙ୍ଗେ ଆମ୍ଭର ଯେଉଁ ନିୟମ ଥିଲା, ତାହା ଜୀବନ ଓ ଶାନ୍ତିକର ଥିଲା; ଆଉ, ସେ ଯେପରି ଆମ୍ଭକୁ ଭୟ କରିବ, ଏଥିପାଇଁ ଆମ୍ଭେ ତାହାକୁ ତାହା ଦେଲୁ, ପୁଣି ସେ ଆମ୍ଭକୁ ଭୟ କଲା ଓ ଆମ୍ଭ ନାମର ସମ୍ଭ୍ରମ କଲା ।
Odia Bible ERV 2004 (ପବିତ୍ର ବାଇବଲ)
“ଆମ୍ଭେ ଲେବୀ ସହିତ ଚୁକ୍ତି କରିଥିଲୁ ତାକୁ ଜୀବନ ଓ ଶାନ୍ତି ଦେବା ପାଇଁ ଏବଂ ଆମ୍ଭେ ଆପଣା ଶପଥ ରଖିଥିଲୁ। ସେ ଆମ୍ଭକୁ ସମ୍ମାନ ଓ ଭୟ କରୁଥିଲା ଏବଂ ଆମ୍ଭ ନାମକୁ ଭକ୍ତି କରୁଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ସଙ୍ଗେ ଆମ୍ଭର ଯେଉଁ ନିୟମ ଥିଲା, ତାହା ଜୀବନ ଓ ଶାନ୍ତିକର ଥିଲା; ଆଉ, ସେ ଯେପରି ଆମ୍ଭକୁ ଭୟ କରିବ, ଏଥିପାଇଁ ଆମ୍ଭେ ତାହାକୁ ତାହା ଦେଲୁ, ପୁଣି ସେ ଆମ୍ଭକୁ ଭୟ କଲା ଓ ଆମ୍ଭ ନାମର ସମ୍ଭ୍ରମ କଲା।
Odia IRV 2017 (ଓଡିଆ ବାଇବେଲ)
“ତାହା ସଙ୍ଗେ ଆମ୍ଭର ଯେଉଁ ନିୟମ ଥିଲା, ତାହା ଜୀବନ ଓ ଶାନ୍ତିକର ଥିଲା; ଆଉ, ସେ ଯେପରି ଆମ୍ଭକୁ ଭୟ କରିବ, ଏଥିପାଇଁ ଆମ୍ଭେ ତାହାକୁ ତାହା ଦେଲୁ, ପୁଣି ସେ ଆମ୍ଭକୁ ଭୟ କଲା ଓ ଆମ୍ଭ ନାମର ସମ୍ଭ୍ରମ କଲା।