Malachi 2:6 — Compare Translations

5 translations compared side by side

Odia - 1840
"ଲବେୀ ସତ୍ଯବାଣୀ ପ୍ରଗ୍ଭର କରୁଥିଲା ଏବଂ ସେ ମିଥ୍ଯା ଶିକ୍ଷା ଦେଉନଥିଲା। ସେ ଧାର୍ମିକ ଏବଂ ବିଶ୍ବସ୍ତତାର ସମ୍ବନ୍ଧ ଆମ୍ଭ ସହିତ ରଖୁଥିଲା। ସେ ବହୁତ ଲୋକମାନଙ୍କୁ ସମାନଙ୍କେ ଜୀବନର ପାପପୂର୍ଣ୍ଣ ପଥରୁ ବିମୂଖ କରୁଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ମୁଖରେ ସତ୍ୟର ବ୍ୟବସ୍ଥା ଥିଲା, ତାହାର ଓଷ୍ଠାଧରରେ ଅନ୍ୟାୟ ଦେଖା ନ ଗଲା; ସେ ଶାନ୍ତିରେ ଓ ସରଳତାରେ ଆମ୍ଭ ସଙ୍ଗେ ଗମନାଗମନ କଲା ଓ ଅନେକଙ୍କୁ ଅଧର୍ମରୁ ଫେରାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ଲେବୀ ସତ୍ୟବାଣୀ ପ୍ରଗ୍ଭର କରୁଥିଲା ଏବଂ ସେ ମିଥ୍ୟା ଶିକ୍ଷା ଦେଉନ ଥିଲା। ସେ ଧାର୍ମିକ ଏବଂ ବିଶ୍ୱସ୍ତତାର ସମ୍ବନ୍ଧ ଆମ୍ଭ ସହିତ ରଖୁଥିଲା। ସେ ବହୁତ ଲୋକମାନଙ୍କୁ ସେମାନଙ୍କ ଜୀବନର ପାପପୂର୍ଣ୍ଣ ପଥରୁ ବିମୂଖ କରୁଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ମୁଖରେ ସତ୍ୟର ବ୍ୟବସ୍ଥା ଥିଲା, ତାହାର ଓଷ୍ଠାଧରରେ ଅନ୍ୟାୟ ଦେଖାଗଲା ନାହିଁ; ସେ ଶାନ୍ତିରେ ଓ ସରଳତାରେ ଆମ୍ଭ ସଙ୍ଗେ ଗମନାଗମନ କଲା ଓ ଅନେକଙ୍କୁ ଅଧର୍ମରୁ ଫେରାଇଲା।
Odia IRV 2017 (ଓଡିଆ ବାଇବେଲ)
ତାହାର ମୁଖରେ ସତ୍ୟର ବ୍ୟବସ୍ଥା ଥିଲା, ତାହାର ଓଷ୍ଠାଧରରେ ଅନ୍ୟାୟ ଦେଖା ଗଲା ନାହିଁ; ସେ ଶାନ୍ତିରେ ଓ ସରଳତାରେ ଆମ୍ଭ ସଙ୍ଗେ ଗମନାଗମନ କଲା ଓ ଅନେକଙ୍କୁ ଅଧର୍ମରୁ ଫେରାଇଲା।