Malachi 2:7 — Compare Translations

5 translations compared side by side

Odia - 1840
"ଜଣେ ଯାଜକ ପରମେଶ୍ବରଙ୍କ ଶିକ୍ଷାସମୂହ ଜାଣିବା ଉଚିତ୍। ଲୋକମାନେ ଯାଜକମାନଙ୍କ ନିକଟକୁ ୟାଇ ପରମେଶ୍ବରଙ୍କ ଶିକ୍ଷାସମୂହ ଗ୍ରହଣ କରିବା ଉଚିତ୍। କାରଣ ଜଣେ ଯାଜକ ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ଦୂତ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଯାଜକର ଓଷ୍ଠାଧର ଜ୍ଞାନ ରକ୍ଷା କରିବାର ଉପଯୁକ୍ତ ଓ ତାହାର ମୁଖରୁ ବ୍ୟବସ୍ଥା ଅନ୍ଵେଷଣ କରିବାର ଲୋକମାନଙ୍କର ଉପଯୁକ୍ତ; କାରଣ ସେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଦୂତ ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ଯାଜକ ପରମେଶ୍ୱରଙ୍କ ଶିକ୍ଷାସମୂହ ଜାଣିବା ଉଚିତ୍। ଲୋକମାନେ ଯାଜକମାନଙ୍କ ନିକଟକୁ ଯାଇ ପରମେଶ୍ୱରଙ୍କ ଶିକ୍ଷାସମୂହ ଗ୍ରହଣ କରିବା ଉଚିତ୍। କାରଣ ଜଣେ ଯାଜକ ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ଦୂତ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଯାଜକର ଓଷ୍ଠାଧର ଜ୍ଞାନ ରକ୍ଷା କରିବାର ଉପଯୁକ୍ତ ଓ ତାହାର ମୁଖରୁ ବ୍ୟବସ୍ଥା ଅନ୍ୱେଷଣ କରିବାର ଲୋକମାନଙ୍କର ଉପଯୁକ୍ତ; କାରଣ ସେ ସୈନ୍ୟାଧିପତି ସଦାପ୍ରଭୁଙ୍କର ବାର୍ତ୍ତାବାହକ।
Odia IRV 2017 (ଓଡିଆ ବାଇବେଲ)
କାରଣ ଯାଜକର ଓଷ୍ଠାଧର ଜ୍ଞାନ ରକ୍ଷା କରିବାର ଉପଯୁକ୍ତ ଓ ତାହାର ମୁଖରୁ ବ୍ୟବସ୍ଥା ଅନ୍ୱେଷଣ କରିବାର ଲୋକମାନଙ୍କର ଉପଯୁକ୍ତ; କାରଣ ସେ ସୈନ୍ୟାଧିପତି ସଦାପ୍ରଭୁଙ୍କର ବାର୍ତ୍ତାବାହକ।