Malachi 2:9 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ଆମ୍ଭର ପଥ ଅନୁସରଣ କରିନାହଁ। ତୁମ୍ଭେ ଆମ୍ଭର ଶିକ୍ଷାଦ୍ବାରା ପକ୍ଷପାତିତା ଦଖାଇେଛ। ତେଣୁ ସମସ୍ତ ଲୋକମାନଙ୍କ ଆଗ ରେ ଆମ୍ଭେ ତୁମ୍ଭମାନଙ୍କୁ ଘୃଣିତ ଓ ଅପମାନିତ କରାଇବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେମାନେ ଆମ୍ଭର ପଥ ରକ୍ଷା କରି ନାହଁ, ମାତ୍ର ବ୍ୟବସ୍ଥା ବିଷୟରେ ମୁଖାପେକ୍ଷା କରିଅଛ, ଏଥିପାଇଁ ଆମ୍ଭେ ମଧ୍ୟ ସମୁଦାୟ ଲୋକଙ୍କ ସାକ୍ଷାତରେ ତୁମ୍ଭମାନଙ୍କୁ ତୁଚ୍ଛ ଓ ଅଧମ କରିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ଆମ୍ଭର ପଥ ଅନୁସରଣ କରି ନାହଁ। ତୁମ୍ଭେ ଆମ୍ଭର ଶିକ୍ଷାଦ୍ୱାରା ପକ୍ଷପାତିତା ଦେଖାଇଛ। ତେଣୁ ସମସ୍ତ ଲୋକମାନଙ୍କ ଆଗରେ ଆମ୍ଭେ ତୁମ୍ଭମାନଙ୍କୁ ଘୃଣିତ ଓ ଅପମାନିତ କରାଇବା।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେମାନେ ଆମ୍ଭର ପଥ ରକ୍ଷା କରି ନାହଁ, ମାତ୍ର ବ୍ୟବସ୍ଥା ଶିକ୍ଷାରେ ମୁଖାପେକ୍ଷା କରିଅଛ, ଏଥିପାଇଁ ଆମ୍ଭେ ମଧ୍ୟ ସମୁଦାୟ ଲୋକଙ୍କ ସାକ୍ଷାତରେ ତୁମ୍ଭମାନଙ୍କୁ ତୁଚ୍ଛ ଓ ଅଧମ କରିଅଛୁ।”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେମାନେ ଆମ୍ଭର ପଥ ରକ୍ଷା କରି ନାହଁ, ମାତ୍ର ବ୍ୟବସ୍ଥା ଶିକ୍ଷାରେ ମୁଖାପେକ୍ଷା କରିଅଛ, ଏଥିପାଇଁ ଆମ୍ଭେ ମଧ୍ୟ ସମୁଦାୟ ଲୋକଙ୍କ ସାକ୍ଷାତରେ ତୁମ୍ଭମାନଙ୍କୁ ତୁଚ୍ଛ ଓ ଅଧମ କରିଅଛୁ।