Malachi 3:12 — Compare Translations

5 translations compared side by side

Odia - 1840
"ଅନ୍ୟ ଦେଶର ଲୋକମାନେ ତୁମ୍ଭମାନଙ୍କୁ ସୁଖୀ ବୋଲି କହିବେ। ତୁମ୍ଭର ଦେଶ ଉତ୍ତମ ଓ ମ ନୋହର ହବେ। ଏହା ସର୍ବଶକ୍ତିମାନ୍ ସଦାପ୍ରଭୁ କହିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯାବତୀୟ ଗୋଷ୍ଠୀ ତୁମ୍ଭମାନଙ୍କୁ ସୁଖୀ କହିବେ; କାରଣ ତୁମ୍ଭେମାନେ ଏକ ମନୋହର ଦେଶ ହେବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“ଅନ୍ୟ ଦେଶର ଲୋକମାନେ ତୁମ୍ଭମାନଙ୍କୁ ସୁଖୀ ବୋଲି କହିବେ। ତୁମ୍ଭର ଦେଶ ଉତ୍ତମ ଓ ମନୋହର ହେବ।” ଏହା ସର୍ବଶକ୍ତିମାନ୍ ସଦାପ୍ରଭୁ କହିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସମସ୍ତ ଗୋଷ୍ଠୀ ତୁମ୍ଭମାନଙ୍କୁ ସୁଖୀ କହିବେ କାରଣ ତୁମ୍ଭେମାନେ ଏକ ମନୋହର ଦେଶ ହେବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Odia IRV 2017 (ଓଡିଆ ବାଇବେଲ)
“ସମସ୍ତ ଗୋଷ୍ଠୀ ତୁମ୍ଭମାନଙ୍କୁ ସୁଖୀ କହିବେ କାରଣ ତୁମ୍ଭେମାନେ ଏକ ମନୋହର ଦେଶ ହେବ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।