Malachi 3:13 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ କୁହନ୍ତି, ତୁମ୍ଭମାନେେ ଆମ୍ଭ ବିରୁଦ୍ଧ ରେ କଟୁବାକ୍ଯ ପ୍ରଯୋଗ କରୁଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ କହନ୍ତି, ଆମ୍ଭ ବିରୁଦ୍ଧରେ ତୁମ୍ଭମାନଙ୍କର ବାକ୍ୟସବୁ ଶକ୍ତ ହୋଇଅଛି, ତଥାପି ତୁମ୍ଭେମାନେ କହୁଅଛ, ଆମ୍ଭେମାନେ କାହିଁରେ ତୁମ୍ଭ ବିରୁଦ୍ଧରେ କଥା କହିଅଛୁ?
Odia Bible ERV 2004 (ପବିତ୍ର ବାଇବଲ)
ବିଗ୍ଭରର ସ୍ୱତନ୍ତ୍ର ଦିନ ସଦାପ୍ରଭୁ କୁହନ୍ତି, “ତୁମ୍ଭେମାନେ ଆମ୍ଭ ବିରୁଦ୍ଧରେ କଟୁବାକ୍ୟ ପ୍ରୟୋଗ କରୁଛ।” ତଥାପି ତୁମ୍ଭେ କହୁଛ, “ଆମ୍ଭେମାନେ ଆପଣଙ୍କ ବିରୁଦ୍ଧରେ କ’ଣ କହିଅଛୁ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ କହନ୍ତି, “ଆମ୍ଭ ବିରୁଦ୍ଧରେ ତୁମ୍ଭମାନଙ୍କର କଥାସବୁ କଠିନ ହୋଇଅଛି ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। ତଥାପି ତୁମ୍ଭେମାନେ କହୁଅଛ, ‘ଆମ୍ଭେମାନେ କାହିଁରେ ତୁମ୍ଭ ବିରୁଦ୍ଧରେ କଥା କହିଅଛୁ?’
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ କହନ୍ତି, “ଆମ୍ଭ ବିରୁଦ୍ଧରେ ତୁମ୍ଭମାନଙ୍କର କଥାସବୁ କଠିନ ହୋଇଅଛି” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। ତଥାପି ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କାହିଁରେ ତୁମ୍ଭ ବିରୁଦ୍ଧରେ କଥା କହିଅଛୁ?”