Malachi 3:15 — Compare Translations

5 translations compared side by side

Odia - 1840
"ଆମ୍ଭମାନେେ ଚିନ୍ତା କରୁଛୁ ଗର୍ବୀ ଲୋକମାନେ ସୁଖୀ। ଦୁଷ୍ଟାଗ୍ଭରୀମାନେ କୃତକାର୍ୟ୍ଯ ହୁଅନ୍ତି। ସମାନେେ ପରମେଶ୍ବରଙ୍କ ର୍ଧୌୟ୍ଯ ପରୀକ୍ଷା କରିବାକୁ ମନ୍ଦ କାର୍ୟ୍ଯ କରି ଗ୍ଭଲନ୍ତି ଏବଂ ସମାନେେ କିଛି ଦଣ୍ତ ପାଆନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଏବେ ଆମ୍ଭେମାନେ ଅହଙ୍କାରୀକି ସୁଖୀ କହୁ; ହଁ, ଦୁଷ୍ଟାଚାରୀମାନେ ବର୍ଦ୍ଧିଷ୍ଣୁ ହୁଅନ୍ତି; ହଁ, ଯେଉଁମାନେ ପରମେଶ୍ଵରଙ୍କର ପରୀକ୍ଷା କରନ୍ତି, ସେମାନେ ରକ୍ଷା ପାଆନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଆମ୍ଭେମାନେ ଚିନ୍ତା କରୁଛୁ ଗର୍ବୀ ଲୋକମାନେ ସୁଖୀ। ଦୁଷ୍ଟାଗ୍ଭରୀମାନେ କୃତକାର୍ଯ୍ୟ ହୁଅନ୍ତି। ସେମାନେ ପରମେଶ୍ୱରଙ୍କ ଧୈର୍ଯ୍ୟ ପରୀକ୍ଷା କରିବାକୁ ମନ୍ଦକାର୍ଯ୍ୟ କରି ଗ୍ଭଲନ୍ତି ଏବଂ ସେମାନେ କିଛି ଦଣ୍ତ ପାଆନ୍ତି ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଏବେ ଆମ୍ଭେମାନେ ଅହଙ୍କାରୀକୁ ସୁଖୀ କହୁ; ହଁ, ଦୁଷ୍ଟାଚାରୀମାନେ ବର୍ଦ୍ଧିଷ୍ଣୁ ହୁଅନ୍ତି; ହଁ, ଯେଉଁମାନେ ପରମେଶ୍ୱରଙ୍କର ପରୀକ୍ଷା କରନ୍ତି, ସେମାନେ ରକ୍ଷା ପାଆନ୍ତି।’”
Odia IRV 2017 (ଓଡିଆ ବାଇବେଲ)
ପୁଣି, ଏବେ ଆମ୍ଭେମାନେ ଅହଙ୍କାରୀକୁ ସୁଖୀ କହୁ; ହଁ, ଦୁଷ୍ଟାଚାରୀମାନେ ବର୍ଦ୍ଧିଷ୍ଣୁ ହୁଅନ୍ତି; ହଁ, ଯେଉଁମାନେ ପରମେଶ୍ୱରଙ୍କର ପରୀକ୍ଷା କରନ୍ତି, ସେମାନେ ରକ୍ଷା ପାଆନ୍ତି।