Malachi 3:16 — Compare Translations

5 translations compared side by side

Odia - 1840
"ଯେଉଁମାନେ ପରମେଶ୍ବରଙ୍କୁ ଭୟ କରନ୍ତି ନିଜନିଜ ମଧିଅରେ କଥାବାର୍ତ୍ତା ହେଲେ ଏବଂ ସଦାପ୍ରଭୁ ସମାନଙ୍କେ କଥାବାର୍ତ୍ତା ଶୁଣିଲେ। ସେ ଗୋଟିଏ ପୁସ୍ତକରେ ସହେିମାନଙ୍କର ନାମ ଲେଖିଲେ, ଯେଉଁମାନେ ପରମେଶ୍ବରଙ୍କୁ ଭୟ ଓ ସମ୍ମାନ କରନ୍ତି। ଏବଂ ସହେି ଲୋକମାନଙ୍କର ଯେଉଁମାନେ ସଦାପ୍ରଭୁଙ୍କର ନାମକୁ ଭକ୍ତି କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମୟରେ ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କଲେ, ସେମାନେ ଏକ ଆରେକର ସଙ୍ଗେ କଥାବାର୍ତ୍ତା କଲେ; ଆଉ, ସଦାପ୍ରଭୁ ମନୋଯୋଗ କରି ତାହା ଶୁଣିଲେ ଓ ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କଲେ ଓ ତାହାଙ୍କ ନାମ ଧ୍ୟାନ କଲେ, ସେମାନଙ୍କ ନିମନ୍ତେ ଏକ ସ୍ମରଣାର୍ଥ ପୁସ୍ତକ ତାହାଙ୍କ ଛାମୁରେ ଲେଖାଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ପରମେଶ୍ୱରଙ୍କୁ ଭୟ କରନ୍ତି ନିଜ ନିଜ ମଧ୍ୟରେ କଥାବାର୍ତ୍ତା ହେଲେ ଏବଂ ସଦାପ୍ରଭୁ ସେମାନଙ୍କ କଥାବାର୍ତ୍ତା ଶୁଣିଲେ। ସେ ଗୋଟିଏ ପୁସ୍ତକରେ ସେହିମାନଙ୍କର ନାମ ଲେଖିଲେ, ଯେଉଁମାନେ ପରମେଶ୍ୱରଙ୍କୁ ଭୟ ଓ ସମ୍ମାନ କରନ୍ତି। ଏବଂ ସେହି ଲୋକମାନଙ୍କର ଯେଉଁମାନେ ସଦାପ୍ରଭୁଙ୍କର ନାମକୁ ଭକ୍ତି କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କଲେ, ସେମାନେ ଏକଆରେକର ସଙ୍ଗେ କଥାବାର୍ତ୍ତା କଲେ; ଆଉ, ସଦାପ୍ରଭୁ ମନୋଯୋଗ କରି ତାହା ଶୁଣିଲେ ଓ ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କଲେ ଓ ତାହାଙ୍କ ନାମ ଧ୍ୟାନ କଲେ, ସେମାନଙ୍କ ନିମନ୍ତେ ଏକ ସ୍ମରଣାର୍ଥ ନଳାକାର ପୁସ୍ତକ ତାହାଙ୍କ ଛାମୁରେ ଲେଖାଗଲା।
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କଲେ, ସେମାନେ ଏକ ଆରେକର ସଙ୍ଗେ କଥାବାର୍ତ୍ତା କଲେ; ଆଉ, ସଦାପ୍ରଭୁ ମନୋଯୋଗ କରି ତାହା ଶୁଣିଲେ ଓ ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କଲେ ଓ ତାହାଙ୍କ ନାମ ଧ୍ୟାନ କଲେ, ସେମାନଙ୍କ ନିମନ୍ତେ ଏକ ସ୍ମରଣାର୍ଥ ନଳାକାର ପୁସ୍ତକ ତାହାଙ୍କ ଛାମୁରେ ଲେଖାଗଲା।