Malachi 3:17 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ କହିଲେ, ସମାନେେ ଆମ୍ଭର ନିଜ ଲୋକ, ଯେଉଁ ଦିନ ମୁଁ କାର୍ୟ୍ଯ କରିବାକୁ ସ୍ଥିର କରିଥାଏ ନ୍ଯାଯ ଦବୋ ପାଇଁ। ମୁଁ ମାେ ଅନ୍ବଷେଣକାରୀମାନଙ୍କୁ ସ୍ନହେ କରିବି ଯେପରି ଜଣେ ବାପା ତା'ର ଆଜ୍ଞାଧିନ ପୁତ୍ରକୁ ସ୍ନହେ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଯେଉଁ ଦିନ ଆମ୍ଭେ କାର୍ଯ୍ୟ କରିବା, ସେଦିନ ସେମାନେ ଆମ୍ଭର ଲୋକ, ଅର୍ଥାତ୍, ଆମ୍ଭର ସଞ୍ଚିତ ଧନ ହେବେ; ପୁଣି, କୌଣସି ମନୁଷ୍ୟ ଯେପରି ଆପଣାର ସେବାକାରୀ ନିଜ ପୁତ୍ର ପ୍ରତି ଦୟା କରେ, ସେପରି ଆମ୍ଭେ ସେମାନଙ୍କ ପ୍ରତି ଦୟା କରିବାଣ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ କହିଲେ, “ସେମାନେ ଆମ୍ଭର ନିଜ ଲୋକ, ଯେଉଁ ଦିନ ମୁଁ କାର୍ଯ୍ୟ କରିବାକୁ ସ୍ଥିର କରିଥାଏ ନ୍ୟାୟ ଦେବା ପାଇଁ। ମୁଁ ମୋ’ ଅନ୍ୱେଷଣକାରୀମାନଙ୍କୁ ସ୍ନେହ କରିବି ଯେପରି ଜଣେ ବାପା ତା’ର ଆଜ୍ଞାଧୀନ ପୁତ୍ରକୁ ସ୍ନେହ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଯେଉଁ ଦିନ ଆମ୍ଭେ କାର୍ଯ୍ୟ କରିବା, ସେହି ଦିନ ସେମାନେ ଆମ୍ଭର ଲୋକ, ଅର୍ଥାତ୍‍, ଆମ୍ଭର ସଞ୍ଚିତ ଧନ ହେବେ; ପୁଣି, କୌଣସି ମନୁଷ୍ୟ ଯେପରି ଆପଣାର ସେବାକାରୀ ନିଜ ପୁତ୍ର ପ୍ରତି ଦୟା କରେ, ସେହିପରି ଆମ୍ଭେ ସେମାନଙ୍କ ପ୍ରତି ଦୟା କରିବା।
Odia IRV 2017 (ଓଡିଆ ବାଇବେଲ)
ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଯେଉଁ ଦିନ ଆମ୍ଭେ କାର୍ଯ୍ୟ କରିବା, ସେହି ଦିନ ସେମାନେ ଆମ୍ଭର ଲୋକ, ଅର୍ଥାତ୍‍, ଆମ୍ଭର ସଞ୍ଚିତ ଧନ ହେବେ; ପୁଣି, କୌଣସି ମନୁଷ୍ୟ ଯେପରି ଆପଣାର ସେବାକାରୀ ନିଜ ପୁତ୍ର ପ୍ରତି ଦୟା କରେ, ସେହିପରି ଆମ୍ଭେ ସେମାନଙ୍କ ପ୍ରତି ଦୟା କରିବା।”