Malachi 3:18 — Compare Translations
5 translations compared side by side
Odia - 1840
"ତେଣୁ ତୁମ୍ଭମାନେେ ମାେ ନିକଟକୁ ଫରେିଆସିବ ଏବଂ ତୁମ୍ଭମାନେେ ଉତ୍ତମ ବ୍ଯକ୍ତି ଓ ମନ୍ଦ ବ୍ଯକ୍ତି ମଧିଅରେ ପ୍ରଭଦେ ଜାଣି ପାରିବ। ପରମେଶ୍ବରଙ୍କ ଅନୁସରଣକାରୀ ଓ ପରମେଶ୍ବରଙ୍କ ଅନୁସରଣ କରୁନଥିବା ବ୍ଯକ୍ତିମାନଙ୍କୁ ତୁମ୍ଭମାନେେ ବାରି ପାରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ତୁମ୍ଭେମାନେ ଫେରି ଆସିବ, ଆଉ ଧାର୍ମିକ ଓ ଦୁଷ୍ଟ, ଯେ ପରମେଶ୍ଵରଙ୍କ ସେବା କରେ ଓ ଯେ ତାହାଙ୍କର ସେବା ନ କରେ, ସେମାନଙ୍କ ମଧ୍ୟରେ ପ୍ରଭେଦ ଦେଖିବ ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ତୁମ୍ଭେମାନେ ମୋ’ ନିକଟକୁ ଫେରି ଆସିବ ଏବଂ ତୁମ୍ଭେମାନେ ଉତ୍ତମ ବ୍ୟକ୍ତି ଓ ମନ୍ଦ ବ୍ୟକ୍ତି ମଧ୍ୟରେ ପ୍ରଭେଦ ଜାଣି ପାରିବ। ପରମେଶ୍ୱରଙ୍କ ଅନୁସରଣକାରୀ ଓ ପରମେଶ୍ୱରଙ୍କ ଅନୁସରଣ କରୁ ନ ଥିବା ବ୍ୟକ୍ତିମାନଙ୍କୁ ତୁମ୍ଭେମାନେ ବାରି ପାରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ ତୁମ୍ଭେମାନେ, ଧାର୍ମିକ ଓ ଦୁଷ୍ଟ, ଯେ ପରମେଶ୍ୱରଙ୍କ ସେବା କରେ ଓ ଯେ ତାହାଙ୍କର ସେବା ନ କରେ, ସେମାନଙ୍କ ମଧ୍ୟରେ ପ୍ରଭେଦ ଦେଖିବ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ ତୁମ୍ଭେମାନେ, ଧାର୍ମିକ ଓ ଦୁଷ୍ଟ, ଯେ ପରମେଶ୍ୱରଙ୍କ ସେବା କରେ ଓ ଯେ ତାହାଙ୍କର ସେବା ନ କରେ, ସେମାନଙ୍କ ମଧ୍ୟରେ ପ୍ରଭେଦ ଦେଖିବ।