Malachi 3:2 — Compare Translations

5 translations compared side by side

Odia - 1840
"ମାତ୍ର ସହେି ସମୟ ପାଇଁ କୌଣସି ବ୍ଯକ୍ତି ପ୍ରସ୍ତୁତ ହାଇପୋରିବ ନାହିଁ। ସେ ଯେତବେେଳେ ଆସିବେ କହେି ରକ୍ଷା କରିବେ ନାହିଁ। ସେ ଏକ ମାର୍ଜିତ ଅଗ୍ନି ସଦୃଶ ହବେେ, ଆଉ ମଧ୍ଯ ପରିଷ୍କାରକାରୀ ରଜକର କ୍ଷାର ସ୍ବରୂପ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତାହାଙ୍କର ଆଗମନ ଦିନ କିଏ ସହି ପାରେ? ଆଉ, ସେ ଦର୍ଶନ ଦେବା ବେଳେ କିଏ ଠିଆ ହେବ? କାରଣ ସେ ପରିଷ୍କାରକାରୀର ଅଗ୍ନି ତୁଲ୍ୟ ଓ ରଜକର କ୍ଷାର ସ୍ଵରୂପ;
Odia Bible ERV 2004 (ପବିତ୍ର ବାଇବଲ)
“ମାତ୍ର ସେହି ସମୟ ପାଇଁ କୌଣସି ବ୍ୟକ୍ତି ପ୍ରସ୍ତୁତ ହୋଇ ପାରିବ ନାହିଁ। ସେ ଯେତେବେଳେ ଆସିବେ କେହି ରକ୍ଷା କରିବେ ନାହିଁ। ସେ ଏକ ମାର୍ଜିତ ଅଗ୍ନି ସଦୃଶ ହେବ, ଆଉ ମଧ୍ୟ ପରିଷ୍କାରକାରୀ ରଜକର କ୍ଷାର ସ୍ୱରୂପ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତାହାଙ୍କର ଆଗମନ ଦିନ କିଏ ସହିପାରେ? ଆଉ, ସେ ଦର୍ଶନ ଦେବା ବେଳେ କିଏ ଠିଆ ହେବ? କାରଣ ସେ ପରିଷ୍କାରକାରୀର ଅଗ୍ନି ତୁଲ୍ୟ ଓ ଲୁଗା ସଫା କ୍ଷାର ସ୍ୱରୂପ;
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତାହାଙ୍କର ଆଗମନ ଦିନ କିଏ ସହି ପାରେ? ଆଉ, ସେ ଦର୍ଶନ ଦେବା ବେଳେ କିଏ ଠିଆ ହେବ? କାରଣ ସେ ପରିଷ୍କାରକାରୀର ଅଗ୍ନି ତୁଲ୍ୟ ଓ ଲୁଗା ସଫା କ୍ଷାର ସ୍ୱରୂପ;