Malachi 3:4 — Compare Translations
5 translations compared side by side
Odia - 1840
"ତା'ପ ରେ ସଦାପ୍ରଭୁ ୟିରୁଶାଲମ ଓ ଯିହୁଦା ନିକଟରୁ ଭଟେି ଗ୍ରହଣ କରିବେ, ସେ ଯେପରି ପ୍ରାଚୀନ କାଳ ରେ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେତେବେଳେ ପୁରାତନ କାଳର ଦିନସମୂହରେ ଓ ପ୍ରାଚୀନ କାଳର ବର୍ଷସମୂହରେ ଯେପରି ହେଉଥିଲା, ସେପରି ଯିହୁଦାର ଓ ଯିରୂଶାଲମର ନୈବେଦ୍ୟ ସଦାପ୍ରଭୁଙ୍କର ତୁଷ୍ଟିଜନକ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସଦାପ୍ରଭୁ ଯିରୁଶାଲମ ଓ ଯିହୁଦା ନିକଟରୁ ଭେଟି ଗ୍ରହଣ କରିବେ, ସେ ଯେପରି ପ୍ରାଚୀନ କାଳରେ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେତେବେଳେ, ପୁରାତନ କାଳର ଦିନରେ ଓ ପ୍ରାଚୀନ କାଳର ବର୍ଷରେ ଯେପରି ହେଉଥିଲା, ସେପରି ଯିହୁଦାର ଓ ଯିରୂଶାଲମର ନୈବେଦ୍ୟ ସଦାପ୍ରଭୁଙ୍କର ସନ୍ତୋଷଜନକ ହେବ।
Odia IRV 2017 (ଓଡିଆ ବାଇବେଲ)
ସେତେବେଳେ, ପୁରାତନ କାଳର ଦିନରେ ଓ ପ୍ରାଚୀନ କାଳର ବର୍ଷରେ ଯେପରି ହେଉଥିଲା, ସେପରି ଯିହୁଦାର ଓ ଯିରୂଶାଲମର ନୈବେଦ୍ୟ ସଦାପ୍ରଭୁଙ୍କର ସନ୍ତୋଷଜନକ ହେବ।